ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଖୋର୍ଦ୍ଧା ପୌରପରିଷଦ ଅଫିସ୍‌ରେ ପସିଲା କରୋନା

ଖୁର୍ଦ୍ଧା, (ଓଡିଶା ଟାଇମ୍) : ଖୋର୍ଦ୍ଧା ପୌରକାର୍ଯ୍ୟାଳୟରେ କରୋନା । ଆଜି ପୌରକାର୍ଯ୍ୟାଳୟକୁ ବିଶୋଧନ କରାଯିବା ସହିତ ସମସ୍ତ କର୍ମଚାରୀଙ୍କର ସ୍ବାବ୍ ଟେଷ୍ଟ କରାଯିବ । ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ … Read More

କଟକରୁ ଆଜି ୭ କରୋନା ପଜିଟିଭ୍ ଚିହ୍ନଟ, ୬ ଜଣଙ୍କର କ୍ୟାନସର ହସ୍ପିଟାଲ ଲିଙ୍କ୍

କଟକ, (ଓଡିଶା ଟାଇମ୍) : କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଆଟେଣ୍ଡାଣ୍ଟ ମଧ୍ୟ … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ଦେଶରେ ଗୋଟିଏ ଦିନରେ ୧୮ ହଜାର ୬୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୫୦୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ବଢୁଛି କରୋନା ପ୍ରଭାବ। ପ୍ରତିଦିନ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ପୁଣି ୧୮ ହଜାର ୬୫୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୫ … Read More

ରାଜ୍ୟରେ ଆଉ ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠାରୁ କାଉଣ୍ଟରରେ ସିଧା ସଳଖ ମିଳିବ ମଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଅନଲାଇନ ସହ ଅଫଲାଇନରେ ବି ମିଳିବ ମଦ । ସକାଳ ୭ରୁ ସନ୍ଧ୍ୟା ୬ ଯାଏଁ ମଦ ବିକ୍ରି ପାଇଁ ଅନୁମତି ମିଳିଛି । ଏଥିପାଇଁ ଅବକାରୀ ବିଭାଗ ପକ୍ଷରୁ ଅନୁମତି ମିଳିଛି । … Read More

ଆଜି ପବିତ୍ର ବାହୁଡା ଯାତ୍ରା

ପୁରୀ, (ଓଡିଶା ଟାଇମ୍) :ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ମହାପ୍ରଭୁ । ବାହୁଡା ଯାତ୍ରା ଲାଗି ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ନିକଟରେ ସଜେଇ ହୋଇ ରହିଛନ୍ତି ତିନି ରଥ । … Read More

ରାଜ୍ୟରେ ରାତି ୯ରୁ ସକାଳ ୫ ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ରାତ୍ରୀକାଳିନ କର୍ଫ୍ୟୁର ସମୟସୀମାକୁ ରାତି ୯ରୁ ସକାଳ ୫ଟା ଯାଏଁ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ । ମୁଖ୍ୟ ଶାସନ ସଚିବ କହିଥିଲେ ଯେ, … Read More