ଜୁନ୍‌ ଠାରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବ ପ୍ରସ୍ତୁତି ଦ୍ୱାରା ବିପର୍ଯ୍ୟୟର ମୁକାବିଲା କରାଯାଇପାରିବ। ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଆଜି ଏନେଇ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ବାତ୍ୟା, ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି, … Read More

ହଟସ୍ପଟ୍ ଜିଲ୍ଲାରୁ ଭୁବନେଶ୍ୱରକୁ ଆସିଲେ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ

ଭୁବନେଶ୍ବର, (ଓଡିଶା ଟାଇମ୍) :ହଟସ୍ପଟ୍ ଜିଲ୍ଲାରୁ ଭୁବନେଶ୍ୱରକୁ ଆସିଲେ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ । କରୋନା ସ୍ଥିତିକୁ ନଜରରେ ରଖି ଏପରି କଟକଣା ଜାରି କରିଛି ବିଏମସି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚାନ୍ଦ ଚୌଧରୀ । ବିଏମସି କମିଶନର … Read More

୨୮ରୁ ୩୦ ଯାଏଁ ପାରଳାଖେମୁଣ୍ଡି ସଟଡାଉନ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଜପତି ଜିଲ୍ଲାର କେତେକ ଅଂଚଳରେ ଗତ ଏକ ସପ୍ତାହ ହେବ କ୍ରମାଗତ ଭାବେ କରୋନା ସଙ୍କ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ସେହିସବୁ ଅଂଚଳକୁ ଜୁନ ୨୮ରୁ ୩୦ ପର୍ଯ୍ୟନ୍ତ ୩ ଦିନ ପାଇଁ … Read More

ପୁଣି ବଢିଲା ତେଲଦର, ଜାଣନ୍ତୁ କେତେ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ବି ବଢ଼ିଲା ତୈଳ ଦର। ଲଗାତର ୨୦ ଦିନ ହେଲାଣି ପେଟ୍ରୋଲ ଓ ଡିଜେଲ୍ ଦର ବଢ଼ିବାରେ ଲାଗିଛି। ବାରମ୍ବାର ତୈଳଦର ବୃଦ୍ଧି ଯୋଗୁ ଖାଉଟି ଉପରେ ଏହାର ପ୍ରଭାବ ପଡ଼ିଛି। ଆଜି ପେଟ୍ରୋଲ୍‌ … Read More

ରାଜ୍ୟରେ ବଢିବ କୋଭିଡ୍ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଖ୍ୟା । ଜୁଲାଇ ମାସରେ କରୋନା ଟେଷ୍ଟ ବଢାଯିବ । ଏସସିବି, ଆଇସିଏମଆର, ଆଇଏଲଏସରେ ଟେଷ୍ଟ ବଢାଯିବ । ୭ଟି ମେଡିକାଲ କଲେଜରେ ୧୫୦ରୁ ୨ ଶହ … Read More

ଫାଇନ୍ ଗଣିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପିସିସି ସଭାପତିଙ୍କୁ ୫ ଶହ ଟଙ୍କା ଫାଇନ୍। ମାଷ୍ଟର କ୍ୟାଣ୍ଟିନ୍‌ରେ ବିକ୍ଷୋଭ ବେଳେ ସାମାଜିକ ଦୂରତା ନିୟମ ଉଲଂଘନ କରି ପିସିସି ସଭାପତି ୫ ଶହ ଟଙ୍କା ଜରିମାନା ଦେଇଛନ୍ତି। କରୋନା ମହାମାରୀ ପାଇଁ ସାରା … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୮ ଆକ୍ରାନ୍ତ, ୬ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଦେଶରେ ରେକର୍ଡ ଭାଙ୍ଗୁଛି କରୋନା, ଦିନକରେ ପୁଣି ୧୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ, ଗଲାଣି ୪୦୭ ଜୀବନ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ କରୋନାସ୍ଥିତି ସଂଘାତିକ ହେଉଛି । ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତ ଙ୍କ ସଂଖ୍ୟା । ଦିନକୁ ଦିନ ମହାମାରୀ କରୋନା ଭାଇରସ ପ୍ରଭାବ ବଢ଼ିଚାଲିଛି । ଦେଶରେ ପ୍ରତିଦିନ … Read More

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି ୫୦ ନୂଆ ପଜିଟିଭି ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଇଛନ୍ତି  । ସେମାନଙ୍କ ମଧ୍ୟରୁ କିଛି ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ କିଛି ସଂଗରୋଧ କେନ୍ଦ୍ରରୁ … Read More

ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯ ପାଇଁ ଭଲ ଖବର । ରାଜ୍ୟରେ ଆଉ ୧୬୮ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ମୋଟ ୪୨୯୧ଜଣ ସଂକ୍ରମିତ ଆରୋଗ୍ୟ ଲାଭ କଲେଣି । ସୁସ୍ଥ ହୋଇଥିବା … Read More