ଦେଶରେ ପ୍ରଥମ: ଆଜି ଲଞ୍ଚ କରିବ କରୋନାର ଆୟୁର୍ବେଦିକ ଔଷଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସାରା ବିଶ୍ବରେ ମହାମାରୀ ରୂପେ ବିନାଶ ସୃଷ୍ଟି କରୁଥିବା କରୋନା ଭାଇରସ୍ ର ଚିକିତ୍ସା ପାଇଁ ବିଶ୍ବବ୍ୟାପୀ ପ୍ରୟାସ ଜାରି ରହିଛି । କିନ୍ତୁ ଏହି ସମୟ ମଧ୍ୟରେ ବାବା ରାମଦେବଙ୍କ ପ୍ରତିଷ୍ଠାନ ପତଞ୍ଜଳି ମଙ୍ଗଳବାର … Read More

କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୭ ଜଣଙ୍କ ମୃତ୍ୟୁ ଘଟିଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ … Read More

ରାଜ୍ୟରେ ଆଉ ୧୬୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୭୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ

ପୁରୀ, (ଓଡିଶା ଟାଇମ୍) : ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ୧୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା । ତେବେ ଜଣଙ୍କୁ ଛାଡ଼ି … Read More

ରଥ ଉପରେ ତିନି ଠାକୁର.. ରଥ ଟଣାକୁ ଅପେକ୍ଷା

ପୁରୀ, (ଓଡିଶା ଟାଇମ୍) : ନିଦ୍ଧାରିତ ସମୟରେ ଶେଷ ହୋଇଯାଇଛି ଶ୍ରୀବିଗ୍ରହମାନଙ୍କ ପହଣ୍ଡି ବିଜେ । ତିନି ରଥରେ ରଥାସୀନ ତିନି ଠାକୁର ଏବେ ଅପେକ୍ଷା କେତେବେଳେ ଆସିବେ ଠାକୁରଙ୍କ ଚଳନ୍ତି ପ୍ରତିମା … ଗଜପତି ମହାରାଜା ମହାରାଜାଙ୍କ ଛେରା ପହଁରା … Read More

ଶ୍ରୀଜୀଉଙ୍କ ଘୋଷଯାତ୍ରା, କଡ଼ା କଟକଣା ଭିତରେ ପୁରୀ ସହର

ପୁରୀ, (ଓଡିଶା ଟାଇମ୍) : ଆଜିଠୁ ମହାପ୍ରଭୁଙ୍କ ୯ ଦିନିଆ ଘୋଷଯାତ୍ରା । ବିନା ଭକ୍ତରେ କରୋନା କଟକଣା ମଧ୍ୟରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ପୁରୀ ସହରରେ ୪୧ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଛି । ସୋମବାର ରାତି … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୮୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୮୬ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩୭୨୦କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରଥଯାତ୍ରା ମାମଲା : ରିଭ୍ୟୁ ପିଟିସନ ଗ୍ରହଣ କଲେ ସୁପ୍ରିମକୋର୍ଟ, କାଲି ଦିନ ୧୧ଟାରେ ହେବ ଶୁଣାଣି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ସଙ୍କଟ ବଢୁଥିବାରୁ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ବନ୍ଦ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ ବିଭିନ୍ନ ମହଲରୁ ସ୍ୱର ଉଠିବାରେ ଲାଗିଛି । ରଥଯାତ୍ରା ପ୍ରସଙ୍ଗରେ ପୁନଃବିଚାର ପାଇଁ ଆବେଦନ କରାଯାଇଥିବା … Read More

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି । ରାଜଧାନୀ ଭୁବନେଶ୍ଵର ରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ … Read More

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୧ଟି ଜିଲ୍ଲାରୁ ସର୍ବାଧିକ ୩୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣଙ୍କ ମଧ୍ୟରୁ ବରଗଡ ଜିଲ୍ଲାର ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କ … Read More