ରାଜ୍ୟରେ ସର୍ବାଧିକ ୩୦୪ କରୋନା ସଂକ୍ରମିତ ଚିହ୍ନଟ, ୫ହଜାର ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୩୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଦେଶରେ ୪ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା,୨୪ ଘଣ୍ଟାରେ ୩୦୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଆଜି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୧୦ ହଜାର ୪୬୧କୁ ବୃଦ୍ଧି ହୋଇଛି । ଏଥିସହ ୨୪ ଘଣ୍ଟାରେ ଦେଶରେ ୩୦୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫,୪୧୩ ଜଣ ନୂତନ ଆକ୍ରାନ୍ତ … Read More

ଗଞ୍ଜାମରୁ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଗତକାଲି ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟିଟ୍ କରି ସୂଚନା ଦେଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା … Read More

ଦିଲ୍ଲୀରେ ଓଡିଆ ଡାକ୍ତରଙ୍କ କରୋନାଜନିତ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଭାଇରସ୍ । ଏହାରି ମଧ୍ୟରେ ଆଜି ଦିଲ୍ଲୀରେ ଜଣେ ଓଡିଆ ଡାକ୍ତରଙ୍କ ମୃତ୍ୟୁ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ଜୀବନ ହରାଇଥିବା ଓଡିଆ ଡାକ୍ତରଙ୍କ ନାମ … Read More

ଚଳିତ ବର୍ଷ ରଥଯାତ୍ରା ନକରିବା ଉଚିତ୍ : ଖାରବେଳ ସ୍ବାଇଁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ବର୍ଷ ରଥଯାତ୍ରା ନକରିବା ଉଚିତ୍ । ରଥାଯାତ୍ରା ହେଲେ କରୋନା ସଂକ୍ରମଣ ବଢ଼ିପାରେ । ତେଣୁ ରାଜ୍ୟ ଓ କେନ୍ଦ୍ରସରକାର ରଥଯାତ୍ରା କରିବାକୁ ଚାହୁଁ ନାହାନ୍ତି ବୋଲି ପ୍ରତିକ୍ରିୟା ରଖୁଛନ୍ତି ବରିଷ୍ଠ ବିଜେପି ନେତା … Read More

ରାଜ୍ୟରେ ୧୮ ଜିଲ୍ଲାରୁ ଆଜି ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୯ କରୋନା ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜଧାନୀରୁ ଆଉ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୯ ସଂକ୍ରମିତଙ୍କୁ ମିଶାଇ ଭୁବନେଶ୍ବରରେ … Read More

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା ହେଲା ଡୁମୁଡୁମା ସୁବାସ ନଗର ବସ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରର ଡୁମଡୁମା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ସୁବାସ ନଗର ବସ୍ତିରୁ ଏକାଧିକ ଆକ୍ରାନ୍ତ … Read More

ପୁରୀ ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ, ରାଜ୍ୟରେ ୧୨କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ପୁରୀ ଜିଲ୍ଲାର ୬୦ ବର୍ଷର ବୃଦ୍ଧ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More