ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୨୦ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୨୯୭୪ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ମଙ୍ଗଳବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୧୯ ଜଣ … Read More

ଭୁବନେଶ୍ୱରରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୫ଜଣଙ୍କ ମଧ୍ୟରୁ ୩ ଜଣ ହୋମ୍ କ୍ୱାରେଣ୍ଟାଇନ୍  ହୋଇଥିବା ବେଳେ ଆଉ ୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ବିଏମସି … Read More

ଖୋର୍ଦ୍ଧା ଜିଲ୍ଲାରେ ବଢିଲା କଟକଣା : ଦିନ ୨ଟାରୁ ସକାଳ ୬ଟା ଯାଏଁ ସଟ୍‌ଡାଉନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଖୋର୍ଦ୍ଦା ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୩୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି ଏବଂ ୧୦୪ଜଣ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି । ଗତ କିଛି ଦିନ ହେଲା ଖୋର୍ଦ୍ଧା … Read More

ଆଜିଠାରୁ ମୁଖ୍ୟମନ୍ତ୍ରୀମାନଙ୍କ ସହ ପୁଣି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କରୋନା ମୁକାବିଲା, ଲକ୍‌ଡାଉନ୍‌ ସ୍ଥିତି ଓ ଆର୍ଥିକ ଗତିବିଧି ତ୍ବରାନ୍ବିତ କରିବା ପ୍ରସଙ୍ଗ … Read More

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରେ କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା ବିଡିଗିଯାଇଛି । ଭୀଷଣ ଜ୍ୱର ଓ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେଉଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । … Read More

ଆଜିଠୁ ଘରକୁ ଘର କରୋନା ଖୋଜା ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଘରକୁ ଘର ଏବଂ ସହରାଞ୍ଚଳରେ ବସ୍ତିର ପ୍ରତି ଘରେ କରୋନା ଲକ୍ଷଣଧାରୀଙ୍କୁ ଖୋଜାଯିବ ବୋଲି ଏନଏଚଏମ ନିର୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More

ଭାରତରେ କରୋନା: ପୁଣି ୩୮୦ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଭୂତାଣୁ ଥମିବାର ନା ଧରୁନାହିଁ। ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀ ଏଥିରେ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୦ ହଜାର … Read More

ଆସନ୍ତାକାଲିଠାରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କରୋନା ନେଇ ଅପଡ଼େଟ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଅଧିକ ନମୂନା ପରୀକ୍ଷା ଉପରେ ଜୋର ଦିଆଯାଉଛି । ଏବେ ୧୦ଟି … Read More

ତାମିଲନାଡୁରେ ବିଗିଡିଲା ସ୍ଥିତି, ପୁଣି ହେବ ଲକ୍‌ଡାଉନ୍‌

ତାମିଲନାଡୁ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣଙ୍କ ସଂଖ୍ୟା  ବଢୁଛି । ତାମିଲନାଡୁ ସହ ଚେନାଇ ସମେତ ଅନେକ ସହରରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚାରୋଟି … Read More