ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୪୬ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୫୪ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର … Read More

ଭୁବନେଶ୍ୱରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ରାନ୍ତ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୫ଜଣଙ୍କ ମଧ୍ୟରୁ ଘରୋଇ ସଙ୍ଗରୋଧରୁ ୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ଜଣ କରୋନା … Read More

୨୯ ସିଆରପିଏଫ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ) ଯବାନମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ସିଆରପିଏଫର ପୁଣି ୨୯ ଯବାନ କରୋନା … Read More

ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ … Read More

୨୪ ଘଣ୍ଟାରେ ୩୨୫ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ମହାମାରୀ କରୋନା ଭାଇରସ ଥମିବାର ନାଁ ଧରୁନି । ଦିନକୁ ଦିନ ଏହା ଦ୍ରୁତଗତିରେ ମାଡ଼ିବାରେ ଲାଗିଛି । ବିଶ୍ବର କ୍ଷତିଗ୍ରସ୍ତ ଦେଶଗୁଡ଼ିକର ତାଲିକାର ୪ନଂରେ ଥିବା ଭାରତରେ ପୁଣିଥରେ ଗୋଟିଏ ଦିନରେ ୧୧ … Read More

ଭଲ ଖବର: ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଜି ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୭୦୮ରେ ପହଁଚିଛି । ଆଜି ସୁସ୍ତ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ … Read More

ଆଜି ଭୁବନେଶ୍ୱରରେ ୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା … Read More

ଏହି ଜିଲ୍ଲାରେ ଜୁନ୍ ୩୦ ପର୍ଯ୍ୟନ୍ତ ବଢିଲା ଲକଡାଉନ୍ କଟକଣା

ଭୁବନେଶ୍ବର , (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଏହାର ସବୁଠାରୁ ଅଧିକ ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି । ଗଞ୍ଜାମରେ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପରେ କଡା ପଦକ୍ଷେପ ଗ୍ରହଣ କରିଛନ୍ତି … Read More

ଦେଶରେ ସଂକ୍ରମଣ ମାମଲା ୩ ଲକ୍ଷ ଟପିଲା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ମାମଲା ଆଜି ୩ ଲକ୍ଷ ଟପିଯାଇଛି। ଦିନକରେ ରେକର୍ଡ ୧୧ ହଜାର ୪୫୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୩୮୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶ‌ରେ … Read More

ରାଜ୍ୟରେ କରୋନା ନେଲା ଆଉ ଗୋଟେ ମୁଣ୍ଡ, ୧୧କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ … Read More