ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଆଉ ୩ କରୋନା ଯୋଦ୍ଧାଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ୪ ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣ କରୋନା ଯୋଦ୍ଧା ରହିଛନ୍ତି । ଚିକିଟିର ୨ ଜଣ ଓ ଶେରଗଡର ଜଣେ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଥିବା … Read More

ଆଜି UAEରୁ ଫେରିବେ ୨୧୫ ଜଣ ପ୍ରବାସୀ ଓଡିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍‌ଡାଉନ୍‌ ଯୋଗୁ ଦୁବାଇରେ ଫସିଥିବା ୨୧୫ ପ୍ରବାସୀ ଓଡ଼ିଆଙ୍କୁ ଧରି ଓଡ଼ିଶା ଫେରୁଛି ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଓଡ଼ିଆଙ୍କୁ ଧରି Air Arabiaର ଏକ ସ୍ୱତନ୍ତ୍ର ବିମାନ ଆଜି ଶାର୍‌ଜାହ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଛାଡ଼ିବ। … Read More

ରଥଯାତ୍ରାବେଳେ ବୟନିକା ମାସ୍କ ପିନ୍ଧିବେ ସେବାୟତ

ପୁରୀ, (ଓଡିଶା ଟାଇମ୍) : ବିଶ୍ବ ପ୍ରସିଦ୍ଧ ରଥଯାତ୍ରାକୁ ନେଇ ଲାଗି ରହିଛି ଆଶା-ଆସଙ୍କା । ମହାବାହୁଙ୍କୁ ଟିକେ ଦେଖିବାକୁ ଭକ୍ତ ଆକୁଳ ଆଶା ବାନ୍ଧି ରଖିଥିବା ବେଳେ କୋରୋନା ପାଇଁ ଆଶଙ୍କା ଭିତରେ ରହିଛନ୍ତି ସରକାର ଓ ଶ୍ରୀମନ୍ଦିନ ପ୍ରଶାସନ … Read More

ଛତ୍ରପୁର SDPO ଏବଂ IICଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍‌ପି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। … Read More

ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୨୨୫ କରୋନା ସଂକ୍ରମିତ, ୩୭୨୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଜି ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ରେକର୍ଡ ଭାଙ୍ଗିଲା କରୋନା : ୨୪ ଘଣ୍ଟାରେ ୧୧ ହଜାର ୪୫୮ ନୂଆ ମାମଲା, ୩୯୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଆଜି କରୋନାଭାଇରସ୍‌ ସଂକ୍ରମଣ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରାୟ ୧୧ ହଜାର ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଭାରତ ବ୍ରିଟେନକୁ ପଛରେ … Read More

ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ସଂକ୍ରମିତ

ଭୁବନେଶ୍ବର ,(ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୨୪୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୩୦ … Read More

ହାବିଲଦାର କରୋନା ସଂକ୍ରମିତ, ମୋଟୁ ଥାନା ହେଲା କଣ୍ଟେନମେଣ୍ଟ ଜୋନ୍

ମାଲକାନଗିରି , (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରୁ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି … Read More

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍‌ କେସ୍‌ ରହିଥିବାବେଳେ ଆଉ ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ରହିଛି। ଆପୋଲ ହସ୍ପିଟାଲ୍‌ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ … Read More