ସୁସ୍ଥ ରୋଗୀସଂଖ୍ୟା ବୃଦ୍ଧି କିନ୍ତୁ କୋଭିଡ଼୍‌-୧୯ ସଂକ୍ରମଣ ବନ୍ଦ ହେଉ ନାହିଁ

ଗତ ୩ ଦିନ ହେଲା ଦୈନିକ ପାଖାପାଖି ୧୦,୦୦୦ ମାମଲା ଆସୁଛି   ମନ୍ତ୍ରାଳୟ କହିଛି ଯେ ଦେଶରେ ୧,୩୩,୬୩୨ ରୋଗୀ ଚିକିତ୍ସିତ ହେଉଥିବାବେଳେ ୧,୩୫,୨୦୫ ଲୋକ ସୁସ୍ଥ ହୋଇଛନ୍ତି  ଏପର୍ଯ୍ୟନ୍ତ ୪୮.୯୯ ପ୍ରତିଶତ ରୋଗୀ ସୁସ୍ଥ ହୋଇଯାଇଛନ୍ତି  ଦେଶରେ ବୁଧବାର … Read More

କରୋନାରେ ଚାଲିଗଲା ଡିଏମ୍‌କେ ବିଧାୟକଙ୍କ ଜୀବନ

ଚେନ୍ନାଇ, (ଓଡିଶା ଟାଇମ ) : କରୋନାଭାଇରସ୍ ଦ୍ବାରା ଆକ୍ରାନ୍ତ ହୋଇଥିବା ଡିଏମ୍‌କେ ବିଧାୟକ ଜେ ଅମ୍ବାଜଗନ ବୁଧବାର ସକାଳେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତ। ଦୁଃଖର ବିଷୟ ଆଜି ମଧ୍ୟ ତାଙ୍କର ୬୨ତମ ଜନ୍ମଦିନ । ଅମ୍ବାଜଗନଙ୍କର ଅନ୍ୟାନ୍ୟ ଶାରୀରିକ … Read More

୨୪ ଘଣ୍ଟାରେ ୯୯୮୫ ନୂଆ ସଂକ୍ରମିତ ଚିହ୍ନଟ, ୨୭୯ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) :  ଭାରତରେ କରୋନା ଭୂତାଣୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ବୁଧବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଥିବାବେଳେ ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୦ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ମାସ୍କ କିଣା ଦୁର୍ନୀତି ନେଇ ହେମନ୍ତ ଶର୍ମାଙ୍କ ନାଁରେ ଏତଲା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ମାସ୍କ କିଣାରେ ଦୁର୍ନୀତି ହୋଇଥିବା ନେଇ ଆଇଏଏସ ଅଫିସର ହେମନ୍ତ ଶର୍ମାଙ୍କ ନାଁରେ  ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି । ଧାର୍ଯ୍ୟ ଦରଠାରୁ ଅଢ଼େଇଗୁଣ ଅଧିକ ଦରରେ … Read More

ବିଏମସିର କରୋନା ମୁକାବିଲା ଅଭିଯାନ : ଘର ଘର ବୁଲିବେ ଭଲ୍ୟୁଣ୍ଟିୟର, ବାଣ୍ଟିବେ କିଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ କରୋନା ସଚେତନତା ଲାଗି ନିୟୋଜିତ ହେବେ ବାଇଶି ଶହରୁ ଅଧିକ ଭଲ୍ୟୁଣ୍ଟିୟର ବା ସ୍ୱେଚ୍ଛାସେବୀ ଏବଂ ମେଣ୍ଟର । ପ୍ରତି ୱାର୍ଡ଼ରେ ୨୫ ସ୍ୱେଚ୍ଛାସେବୀ ଏବଂ ତାଙ୍କୁ ଗାଇଡ଼ କରିବାକୁ ୫ ଜଣ ମେଣ୍ଟରଙ୍କୁ … Read More

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ସମସ୍ତ ଯୁକ୍ତ ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍ ଡାଉନ୍ ପାଇଁ ସାରା ରାଜ୍ୟରେ ସବୁ ବନ୍ଦ ରହିଛି । ହେଲେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ ତିନି ଷଷ୍ଠ ସେମିଷ୍ଟାର୍‌ ଜୁଲାଇ ୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି … Read More

ମହାରାଷ୍ଟ୍ର-ଦିଲ୍ଲୀ-ଗୁଜରାଟରେ କରୋନା ସ୍ଥିତି ଭୟଙ୍କର, ମୃତ୍ୟୁସଂଖ୍ୟା ସର୍ବାଧିକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଯୋଗୁଁ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି । ସୋମବାର ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୬ ହଜାରରୁ ଅଧିକ ଏବଂ ୭୨୦୦ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୬ ଆକ୍ରାନ୍ତ, ୩ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

 ଖୁସି ଖବର : ସୁସ୍ଥ ହେଲେ ଆଉ ୯୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୯୯ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୧୯୯୩ରେ ପହଁଚିଛି । ସୁସ୍ଥ ହୋଇଥିବା … Read More