କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟବସ୍ଥା ଗମ୍ଭୀର : କୋଭିଡ ଟେଷ୍ଟ କରାଯିବ, ରହିଛନ୍ତି ଆଇସୋଲେସନରେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍)): କରୋନା ଭାଇରସ ସହ ଲଢୁଥିବା ଦିଲ୍ଲୀ ମହାନଗର ପାଇଁ ପୁଣି ଏକ ଖରାପ ଖବର। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟାବସ୍ଥ ଭଲ ନାହିଁ। ରବିବାର ସକାଳୁ ତାଙ୍କୁ ଜ୍ୱର ସହ ଗଳାରେ ଯନ୍ତ୍ରଣା ଅନୁଭୂତ ହେଉଛି। ଦିଲ୍ଲୀରେ … Read More

ଭୁବନେଶ୍ବର ବଡବସ୍ତିରେ ସଂକ୍ରମଣ ଭୟ : ସଂକ୍ରମିତଙ୍କ ମାଆ ବିକୁଥିଲେ ହାଣ୍ଡିଆ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଥିବା ବଡ ବସ୍ତିମାନଙ୍କରେ କିପରି ସଂକ୍ରମଣ ନବ୍ୟାପେ ସେଥିପାଇଁ ଆଗରୁ ସରକାର ସମସ୍ତଙ୍କୁ ସଚେତନ କରିଛନ୍ତି । କିନ୍ତୁ ବିଏମ୍‌ସିର ୱାର୍ଡ ଅଫିସର, ଜୋନାଲ ଡେପୁଟି କମିଶନରଙ୍କଠାରୁ ନେଇ କମିଶନରଙ୍କ ଯାଏ । ଉପରୁ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ … Read More

ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହା ଗୋଟିଏ ଦିନରେ ସୁସ୍ଥ ହୋଇଥିବା ସବୁଠାରୁ ଅଧିକ ସଂକ୍ରମିତ … Read More

ରାଉରକେଲା ସରକାରୀ ହସ୍‌ପିଟାଲ୍‌ର ୨ ଡାକ୍ତରଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଡାକ୍ତରଙ୍କୁ କରୋନା। ରାଉରକେଲା ସରକାରୀ ହସ୍ପିଟାଲର ୨ ଡାକ୍ତରଙ୍କୁ କରୋନା। ସୁନ୍ଦରଗଡ଼ରୁ ଆଜି ବାହାରିଥିବା ୧୮ ପଜିଟିଭଙ୍କ ଭିତରୁ ୨ ଜଣ ଆରଜିଏଚ ଡାକ୍ତର ବୋଲି ଜଣାପଡ଼ିଛି। ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ମେଡିକାଲ ପରିସରକୁ … Read More

ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା … Read More

ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ ମହାମାରୀ କରୋନାକୁ ନେଇ ସାରା ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବିସ୍ଫୋରକ ଦିଗରେ ଗତି କରୁଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା … Read More

ରାଜ୍ୟରେ କରୋନାରେ ଗଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ବର , (ଓଡିଶା ଟାଇମ୍) : କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୃତକ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ … Read More

ଦୁଇ ମୁଖ୍ୟମନ୍ତ୍ରୀ ଭାରତର ସମସ୍ତ କଠିନ ପରିଶ୍ରମକୁ ଭଣ୍ଡୁର କରିଦେଲେ

ଏହି ଦୁଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ରାଜ୍ୟ ତଥା ଲୋକଙ୍କୁ ଧ୍ୱଂସ କରିଦେଇଛନ୍ତି ବର୍ତ୍ତମାନ ସେମାନଙ୍କ ଯୋଗୁଁ ସମଗ୍ର ଭାରତର ଅବନତି ଘଟୁଛି   ଦେଶରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ପରିସ୍ଥିତି ଏପରି ହୋଇଛି ଯେ ଗୋଟିଏ ସପ୍ତାହ … Read More