୯୬ ଆକ୍ରାନ୍ତଙ୍କ ତଥ୍ଯ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୯୬ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି … Read More

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବନି:ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ସଂକ୍ରମିତ ବ୍ୟକ୍ତିଙ୍କ ପରିଚୟ ବାହାରେ ପ୍ରଘଟ ହେବନି। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି … Read More

ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ଶହ ଟପିଲା ସଂଖ୍ୟା

ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୯୬ ଜଣଙ୍କ ମଧ୍ୟରୁ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୯୦ ଆକ୍ରାନ୍ତ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ରାଜ୍ୟ ପାଇଁ ଖୁସିଖବର । ରାଜ୍ୟରେ ପୁଣି ୯୦ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି । ସୁସ୍ଥ … Read More

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ପୁର୍ବଭଳି ଭିଡିଓ କନଫେରେନସିଂ ଜରିଆରେ ବସିବାକୁ ଥିବା ଏହି ବୈଠକରେ, ସ୍ଥାୟୀ ଅଧ୍ୟକ୍ଷ ଥିବା ଗଜପତି ମହାରାଜା ଅଧ୍ୟକ୍ଷତା କରିବେ । ପୂର୍ବାହ୍ନ ୧୧ଟାରେ … Read More

କ୍ୱାରେଣ୍ଟାଇନ ସେଣ୍ଟରରେ ପ୍ରସବ କଲେ ମହିଳା

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ୱାରେଣ୍ଟାଇନ ସେଣ୍ଟରରେ ଶିଶୁ କନ୍ୟା ଜନ୍ମ ଦେଲେ ମହିଳା । ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତର ବଡଗାଁ ବଜ୍ରମହାକାଳୀ ପ୍ରାଥମିକ ବିଦ୍ୟାଳୟରେ । ସଙ୍ଗରୋଧ ଗୃହରେ ଥିବା … Read More

କରୋନା ପରିସ୍ଥିତିରେ ଭାରତ କେତେ ସଫଳ ଏବଂ କେତେ ବିଫଳ !

 ଭାରତ କେତେ ଭୟ କରିବା ଉଚିତ୍ ? ଇଣ୍ଟରନେଟରେ କୋଭିଡ଼୍‌ – ୧୯ର ବିସ୍ତୃତ ବିଶ୍ଳେଷଣ ।  ଭାରତରେ ଏହି ଲକ୍‌ଡାଉନ୍ ଲାଗୁ ହେବାର ପ୍ରାୟ ୨ ମାସ ବିତିଗଲାଣି ଏବଂ ଦେଶରେ ଆର୍ଥିକ କାର୍ଯ୍ୟକଳାପ ପୁଣି ଥରେ ଆରମ୍ଭ ହୋଇଛି … Read More

କୋରୋନା ଭଳି ଲକ୍ଷଣ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍‌):  ବିଜେପି ମୁଖପାତ୍ର ସମ୍ବିତ ପାତ୍ର ଗୁରୁଗାଓଁର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । କୋରୋନା ଭଳି ଲକ୍ଷଣ ଦେଖା ଦେବାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର । ମିଳିଥିବା ସୂଚନା … Read More

କଳାହାଣ୍ଡିରେ କୋରୋନା ସନ୍ଦିଗ୍ଧଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : କଳହାଣ୍ଡି ଜିଲ୍ଲାରେ ଜଣେ କୋରୋନା ସନ୍ଦିଗ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ଜୁନାଗଡ଼ ବ୍ଲକ ଅଞ୍ଚଳର ୩୫ ବର୍ଷୀୟ ଯୁବକ ବୋଲି ସୂଚନା ରହିଛି । କୋରୋନା ଲକ୍ଷଣ ନେଇ ସେ ହାବସପୁର କ୍ୱାରେଣ୍ଟାଇନରେ … Read More

୧୦୩ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ରେ … Read More