ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୭୧ ନୂଆ ଆକ୍ରାନ୍ତ, ୧୧୩୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ କିଛି ଦିନ ହେଲାଣି ୯୦,୦୦୦ପାର କରୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୯୪,୦୦୦ପାର କରିଥିବା ବେଳେ ଆଜି ୯୨,୦୦୦ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା। କିଛି ଦିନ ହେଲାଣି ଲଗାତାର କରୋନା ଆକ୍ରାନ୍ତଙ୍କ … Read More

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ। କାଲି ପଜିଟିଭ ଚିହ୍ନଟ ନେଇ ନିଜେ ସମୀର ମହାନ୍ତି  ଟ୍ବିଟ କରି ସୂଚନା ଦେଇଛନ୍ତି। ଆକ୍ରାନ୍ତ ଚିହ୍ନଟ ପରେ ଭୁବନେଶ୍ବରରେ ଏମ୍ସରେ ସେ ଭର୍ତ୍ତି ହୋଇଛନ୍ତି।  … Read More

ବିଶ୍ଵବ୍ୟାପୀ ୯ ଲକ୍ଷ ୧୩ ହଜାର ୨୫୩ ଜଣଙ୍କର ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ  , (ଓଡିଶା ଟାଇମ୍) :  ସାରା ବିଶ୍ଵରେ ହୁ ହୁ ହୋଇ ମାଡ଼ି ଚାଲିଛି ମହାମାରୀ କରୋନା ଭୂତାଣୁ। ଏହି ମହାମାରୀରେ ବିଶ୍ୱବ୍ୟାପୀ ୨ କୋଟି ୮୩ ଲକ୍ଷ ୧୬ ହଜାର ୩୧୨ ଜଣ ଲୋକ ଆକ୍ରାନ୍ତ ହୋଇଥିବା ବେଳେ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୯୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :   ୨୪ ଘଣ୍ଟା ମଧ୍ୟରେ ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

କରୋନା ନିୟନ୍ତ୍ରଣ ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୁଲା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜଧାନୀ ଭୁବନେଶ୍ୱରରେ କମିବାର ନା ଧରୁନି କରୋନା । ପ୍ରତିଦିନ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ତେଣୁ କରୋନା ନିୟନ୍ତ୍ରଣ ନେଇ ଭୁବନେଶ୍ୱରରେ ଗଞ୍ଜାମ ଫର୍ମୁଲା ଲାଗୁ ହେବ ।  ବ୍ୟାପକ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୯୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ମନ୍ତ୍ରୀ । ଓଡିଶାର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା … Read More

ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଦେଶରେ ୪୦ ଲକ୍ଷ ଛୁଇଁଲା କରୋନା ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଟପିଲା ୪୦ ଲକ୍ଷ । ଗତ ୨୪ ଘଂଟାରେ ଦେଶରେ ୮୬ ହଜାର ୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତ ସଂଖ୍ୟା … Read More