ରାୟପୁରର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ଛତିଶଗଡ ରାୟପୂୁରରେ ଦାଦନଙ୍କ ବସ ଦୁର୍ଘଟଣା ଖବରରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ରାଶି ସହ ଆହତଙ୍କୁ ଚିକିତ୍ସା … Read More