ବହିଷ୍କୃତ IIC ଆନନ୍ଦ ମାଝୀକୁ ଗିରଫ କଲା କ୍ରାଇମ୍ବ୍ରାଞ୍ଚ
ରାଉରକେଲା, (ଓଡିଶା ଟାଇମ୍) : ସୁନ୍ଦରଗଡ଼ ସ୍ଥିତ ବୀରମିତ୍ରପୁରରେ ଏକ ନାବାଳିକାଙ୍କୁ ଦୁଷ୍କର୍ମ ଓ ବେଆଇନ ଗର୍ଭପାତ କରାଯାଇଥିବା ଘଟଣା ଘଟିଥିଲା । ଏହି ମାମଲାରେ ବୀରମିତ୍ରପୁର ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ କରାଯାଇଛି । ତାଙ୍କୁ ଗିରଫ … Read More