ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

କଟକ, (ଓଡିଶା ଟାଇମ୍) : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଚଳିତଥର ୨୧ ହଜାର ୪୮୭ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିଲାବେଳେ ସେଥିମଧ୍ୟରୁ ମୋଟ ୧୫ ହଜାର ୨୪୪ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସପ୍ଲିମେଣ୍ଟାରୀ ପରୀକ୍ଷାରେ … Read More

ଉଚ୍ଚ ମୂର୍ତ୍ତିକୁ ଅନୁମତି ଦେଲେ କୋର୍ଟ : ୯ ପୂଜା କମିଟି ଆଶ୍ବସ୍ତ, ବିସର୍ଜନ ଦାୟିତ୍ବ ପ୍ରଶାସନର

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ସହରରେ ଦୁର୍ଗାପୂଜା ପାଇଁ ୯ଟି ପୂଜା କମିଟିକୁ ଉଚ୍ଚ ମୂର୍ତ୍ତି ପାଇଁ ଓଡ଼ିଶା ହାଇକୋର୍ଟ ଅନୁମତି ଦେଇଛନ୍ତି। ଫଳରେ ମୂର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି। ତେବେ ପ୍ରଶାସନ ଏହି … Read More

କଟକରେ 5T ସଚିବ ଭିକେ ପାଣ୍ଡିଆନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କଟକ ଜିଲ୍ଲା ଗସ୍ତ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। 5T ସଚିବ ଭିକେ ପାଣ୍ଡିଆନ ସ୍ଥିତି ସମୀକ୍ଷା କରିଛନ୍ତି। ତାଳଦଣ୍ଡା କେନାଲ ସମ୍ପ୍ରସାରଣ କାର୍ଯ୍ୟ ସମୀକ୍ଷା କରିଛନ୍ତି। ସମ୍ପ୍ରସାରଣ କାର୍ଯ୍ୟ ଅଗ୍ରଗତିର ତଦାରଖ କଲେ ସଚିବ … Read More

ଜଗତପୁରର ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ, (ଓଡିଶା ଟାଇମ୍) : କଟକ ଜଗତପୁର ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଆଇସିୟୁରେ ନିଆଁ ଲାଗିଥିବା ସୂଚନା ମିଳିଛି । ଖବାର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। କୋଭିଡ ହସ୍ପିଟଲା … Read More

ନିଷ୍ପତ୍ତି ବଦଳାଇଲେ କଟକ ଜିଲ୍ଲାପାଳ,କେବଳ ମଣ୍ଡପରେ ପୂଜା ପାଇବେ ମା’ ଦଶଭୂଜା

କଟକ, (ଓଡିଶା ଟାଇମ୍) :  କଟକରେ ଦୁର୍ଗାପୂଜାକୁ ନେଇ ବଢିଲା ଆଶା । ମଣ୍ଡପରେ ହୋଇପାରିବ ମା’ ଦୁର୍ଗାଙ୍କ ପୂଜା । ପୂଜା କମିଟି ଗୁଡିକ ଭିଡ ନ ଜମାଇ ପୂଜା କରି ପାରିବେ ବୋଲି କଟକ ଜିଲ୍ଲାପାଳ କହିଛନ୍ତି । … Read More

ଧର୍ମାନୁଷ୍ଠାନ ଖୋଲିବା ନେଇ ହାଇକୋର୍ଟରେ ଆଉ ଏକ ମାମଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବାକୁ ହାଇକୋର୍ଟ ଗତ ୧୦ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଇତିମଧ୍ୟରେ ୧୪ଦିନ ବିତି ଯାଇଥିଲେ ମଧ୍ୟ ରାଜ୍ୟ ସରକାର ଧର୍ମାନୁଷ୍ଠାନ ଖୋଲିବା ସଂକ୍ରାନ୍ତରେ କୌଣସି … Read More

ହୋମ୍‌ଗାର୍ଡଙ୍କ ଭତ୍ତା ବୃଦ୍ଧି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ, (ଓଡିଶା ଟାଇମ୍) :ରାଜ୍ୟରେ କାର୍ଯ୍ୟରତ ଥିବା ସମସ୍ତ ହୋମଗାର୍ଡ଼ମାନଙ୍କ ଦୈନିକ ପ୍ରାପ୍ୟ ବୃଦ୍ଧି କରାଯାଇଛି । ଏଣିକି ଦୈନିକ ୫୩୩ଟଙ୍କା ପ୍ରାପ୍ୟ ପାଇବେ ହୋମଗାର୍ଡ଼ । ୨୦୨୦ ଜାନୁୟାରୀ ରୁ ପିଛିଲା ଭାବେ ଏହା ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ … Read More

କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ଆଜି  କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହାମଧ୍ୟରୁ ୫୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୧ଜଣ କମ୍ଟେନମେଣ୍ଟ ଜୋନ୍, ୧୨ … Read More

କଟକ ସହରରୁ ପୁଣି ୫୩ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :କଟକ ସହରରୁ ଆଜି ଆଉ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୪୩ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୦ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ଜଣ କଣ୍ଟେନମେଣ୍ଟ ଜୋନର … Read More

କଟକରେ କରୋନା: ସୁସ୍ଥ ହାର ୬୬.୦୩%, ମୃତ୍ୟୁ ହାର ୦.୦୧ ପ୍ରତିଶତ

କଟକ, (ଓଡିଶା ଟାଇମ୍) : କଟକରେ କରୋନା ସ୍ଥିତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି ଯେ, ଅଧିକ ପରୀକ୍ଷା ଯୋଗୁଁ ଅଧିକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି । … Read More