କଟକର ନୂଆ ଡିସିପି ଭାବେ କାର୍ଯ୍ୟଭାର ଗ୍ରହଣ କଲେ ପ୍ରତୀକ ସିଂ

କଟକ, (ଓଡିଶା ଟାଇମ୍) : କଟକର ନୂଆ ଡିସିପି ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି  ଆଇପିଏସ ପ୍ରତୀକ ସିଂ । ପୂର୍ବତନ ଡିସିପି ଅଖିଳେଶ୍ୱର ସିଂ ଙ୍କ ଠାରୁ ଦାୟିତ୍ୱଭାର ସେ ଗ୍ରହଣ କରିଛନ୍ତି । କଟକ ଡିସିପି ଭାବେ ଦାୟିତ୍ୱ … Read More

କଟକ ସହରରୁ ବାହାରିଲେ ଆଉ ୧୧ କରୋନା ପଜିଟିଭ୍

କଟକ, (ଓଡିଶା ଟାଇମ୍) : କଟକ ସହରରୁ ଆଉ ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯ ଜଣ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬ଜଣ … Read More

ଆଜି କଟକ ଜିଲ୍ଲାରୁ ୨୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ୍

କଟକ, (ଓଡିଶା ଟାଇମ୍) : କଟକ ଜିଲ୍ଲାରୁ ପୁଣି ନୂଆ ୨୩ କରୋନା ଆକ୍ରାନ୍ତ ଚିହ୍ନଟ। ଏମାନଙ୍କ ମଧ୍ୟରୁ ୧୬ ଜଣ କଟକ ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥିସହ ୪୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ … Read More

କଟକ ସହରରୁ ହଟିଲା ସଟ୍‌ଡାଉନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ସହରରୁ ହଟିଛି ସଟ୍‌ ଡାଉନ କଟକଣା। ଆଜିଠୁ ସଂଧ୍ୟା ୬ଟା ଯାଏ ଦୋକାନବଜାର ଖୋଲିପରିବା। କିନ୍ତୁ ସଂଧ୍ୟା ୭ଟାରୁ ପରଦିନ ସକାଳ ୫ଟା ଯାଏ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିବ। ଔଷଧ ଦୋକାନ ପାଇଁ … Read More

କଟକ ସହରରୁ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ

କଟକ, (ଓଡିଶା ଟାଇମ୍) : କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। ତେବେ … Read More

ଏସ୍‌ସିବି ମେଡିକାଲ ଫାଣ୍ଡି କନେଷ୍ଟବଳ କରୋନା ପଜିଟିଭ୍‌

କଟକ, (ଓଡିଶା ଟାଇମ୍) : ଏସ୍‌ସିବି ମେଡିକାଲ ଫାଣ୍ଡିର ଜଣେ କନେଷ୍ଟବଳ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି‌। ଏ ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି। କନଷ୍ଟେବଳ ଜଣଙ୍କ କୋରନା ପଜିଟିଭ୍ ଚିହ୍ନଟ ପରେ କମିଶନରେଟ୍ ପୁଲିସର ଚିନ୍ତା … Read More

କରୋନା ପାଇଁ ଆସନ୍ତା ୧୦ ଯାଏ ଓଡ଼ିଶା ହାଇକୋର୍ଟ ବନ୍ଦ

କଟକ, (ଓଡିଶା ଟାଇମ୍) :କରୋନା ପାଇଁ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ। କରୋନା ସ୍ଥିତିକୁ ନେଇ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ କଟକ ସହରକୁ ସଟ୍‌ଡାଉନ୍‌ ଘୋଷଣା କରିଛି ସିଏମ୍‌ସି। ଏହି ନିଷ୍ପତ୍ତିକୁ ଦୃଷ୍ଟିରେ ରଖି … Read More

ଏସସିବି ମେଡ଼ିକାଲର ଆଉଟ ଡୋର ବନ୍ଦ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ଚିହ୍ନଟ ସଂଖ୍ଯା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସବୁ ଜିଲ୍ଳାରେ କୋଭିଡ଼ ମୁକାବିଲା କରିବା ପାଇଁ ଭିନ୍ନ ଭିନ୍ନ ପ୍ରୟାସ ଜାରି ରଖିଛନ୍ତି । ଏହାରି ମଧ୍ୟରେ କଟକରେ … Read More

ସାଲେପୁର ବିଧାୟକ କରୋନାରେ ଆକ୍ରାନ୍ତ

କଟକ, (ଓଡିଶା ଟାଇମ୍) : କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ପିଏସଓ ଡ୍ରାଇଭର୍  ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ବିଧାୟକ ଶ୍ରୀ ବେହେରା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା … Read More

ଆଜିଠୁ କଟକରେ ଆଣ୍ଟିଜେନ୍ ଟେଷ୍ଟ ଆରମ୍ଭ

କଟକ , (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଆଜିଠୁ କଟକ ବଡ ମେଡିକାଲରେ ଆରମ୍ଭ ହେବ ଆଣ୍ଟିଜେନ୍ ଟେଷ୍ଟ । ପ୍ରଥମ ପର୍ଯ୍ୟାୟରେ ୫ ହଜାର କିଟ୍ ଏସସିବିକୁ ଆସିଛି … Read More