ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଦିନକରେ ୨୯,୪୨୯ ସଂକ୍ରମିତ, ୫୮୨ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।  ଦେଶରେ ଦିନକରେ ୨୯,୪୨୯ ରୋଗୀ ଚିହ୍ନଟ ହୋଇଛନ୍ତି।  ଏହାକୁ … Read More

ରାଜ୍ୟରେ ପୁଣି ୪ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟରେ ୫୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ଅଭିନେତ୍ରୀ ଦିବ୍ୟା ଚୌକସେଙ୍କ ପରଲୋକ; ମୃତ୍ୟୁ ପୂର୍ବରୁ ଲେଖିଲେ- “କ୍ୟାନ୍ସର ମୋତେ ମାରିଦେବ”

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତ୍ରୀ ତଥା ମଡେଲ୍ ଦିବ୍ୟା ଚୌକସେ ଦୀର୍ଘଦିନରୁ କ୍ୟାନ୍ସରରେ ପିଡିତ ଥିବା ବେଳେ ରବିବାର ଦିନ ତାଙ୍କର ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା। ‘ହେ ଅପନା … Read More

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ … Read More

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆଜି ସକାଳେ ଉତ୍ତର କଶ୍ମୀରର ‌ନୌଗାମ ସେକ୍ଟର୍‌ ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା କଥା ଭାରତୀୟ ସେନା ଅଧିକାରୀମାନେ କହିଛନ୍ତି। ସେନାର ଜଣେ … Read More

ଆଦିତ୍ୟ ଦାସ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି

ଭୁବନେଶ୍ବର, (ଓଡିଶା ଟାଇମ୍) :ସମାଜସେବୀ ତଥା ପିପୁଲ ଫର ସେବା’ର  ମୁଖ୍ୟ ଆଦିତ୍ୟ ଦାଶଙ୍କ ରେଳଧାରଣାରୁ ମୃତଦେହ ମିଳିବା ଘଟଣାରେ ସସ୍‌ପେନ୍ସ ବଢ଼ିଚାଲିଛି। ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି । ତେବେ ସେପଟେ ମାମଲାର ମୋଡ଼ ବଦଳାଇଛି ଜିଆର୍‌ପି … Read More

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ … Read More

ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୫୭୭ ପଜିଟିଭ୍ ଚହ୍ନଟ ହୋଇଥିବା ବେଳେ ଆଉ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ୪ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩ଜଣ ହୋଇଥିବା ବେଳେ ଭଦ୍ରକରେ ଜଣଙ୍କର ମୃତ୍ୟୁ ଘଟିଛି । ଭଦ୍ରକରେ … Read More