୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୦,୯୦୩ ନୂଆ ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୨୫ ହଜାର ୫୪୪ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ଅପରାଧୀ-ପୋଲିସ ଗୁଳିବିନିମୟ, ୮ ପୋଲିସ ସହିଦ

କାନପୁର, (ଓଡିଶା ଟାଇମ୍) : ଉତ୍ତର ପ୍ରଦେଶର କାନପୁର ଚୌବେପୁର ଥାନା ଅଞ୍ଚଳରେ ଅପରାଧୀଙ୍କୁ ଧରିବାକୁ ଯାଇ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି । ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ ହୋଇଥିବା ଜଣାପଡିଛି । କୁଖ୍ୟାତ ଅପରାଧୀ ବିକାଶ … Read More

ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ । ହୃଦଘାତ ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଜୁନ ୧୭ରେ ସେ ମୁମ୍ବାଇର … Read More

ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ,

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଅନଲକ୍ ୨ ଲାଗୁ ହୋଇଥିଲେ ବି କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଯାଉଛି । ଆଜି ୨୨୯ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More

ପାୱାର ପ୍ଲାଣ୍ଟରେ ବିସ୍ଫୋରଣ, ୫ ମୃତ

ଚେନ୍ନାଇ, (ଓଡିଶା ଟାଇମ୍) : ତାମିଲନାଡୁର କୁଡ୍ଡାଲୋର ଜିଲା ଅନ୍ତର୍ଗତ ନେଭେଲିରେ ଥିବା ନେଭେଲି ଲିଗନାଇଟ କର୍ପୋରେଶନ(ଏନଏଲସି)ରେ ବୁଧବାର ବଏଲର ବିସ୍ଫୋରଣ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୧୭ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ଦେଶରେ ଗୋଟିଏ ଦିନରେ ୧୮ ହଜାର ୬୫୩ ନୂଆ ସଂକ୍ରମିତ ଚିହ୍ନଟ ଓ ୫୦୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ବଢୁଛି କରୋନା ପ୍ରଭାବ। ପ୍ରତିଦିନ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ପୁଣି ୧୮ ହଜାର ୬୫୩ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୫ … Read More

ସିଆରପିଏଫ ଟ୍ରୁପ ଉପରେ ଆତଙ୍କବାଦୀ ହମଲା : ଦୁଇ ଯବାନ ସହିଦ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ କାଶ୍ମୀରର ସୋପୋରରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (CRPF) କନଭେନ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ସିଆରପିଏଫ ୧୭୯ ବାଟାଲିୟନର ଦୁଇ ଜଣ ଜବାନ ନିହତ ହୋଇଥିବାବେଳେ ଜଣେ ସାଧାରଣ ନାଗରିକଙ୍କ … Read More

ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଆକ୍ରାନ୍ତଙ୍କ ସମେତ ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି । ଏହାରି ମଧ୍ୟରେ ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ … Read More

ରାଜ୍ୟରେ ଆଉ ଦୁଇ ମୁଣ୍ଡ ଗଡାଇଲା ମହାମାରୀ କରୋନା

ଗଜପତି, (ଓଡିଶା ଟାଇମ୍) :ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାରୁ ହୋଇଥିବା ଜଣାପଡ଼ିଛି। ତେବେ ଏହି କ୍ରମରେ ରାଜ୍ୟରେ କରୋନାରେ ମୋଟ ୨୩ ଜଣଙ୍କ ମୃତ୍ୟୁ ହେଲାଣି। ଏନେଇ … Read More