ଭାରତରେ କରୋନା: ପୁଣି ୩୮୦ ମୃତ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଭାରତରେ ମହାମାରୀ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଭୂତାଣୁ ଥମିବାର ନା ଧରୁନାହିଁ। ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀ ଏଥିରେ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୦ ହଜାର … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ସୁଶାନ୍ତ ସିଂ ରାଜପୁତ

ମୁମ୍ବାଇ , (ଓଡିଶା ଟାଇମ୍) : ପଞ୍ଚଭୂତରେ ଲୀନ ହୋଇଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାର୍ଥିବ ଶରୀର। ମୁମ୍ବାଇ ଭିଲେପାର୍ଲେସ୍ଥିତ ଶ୍ମଶାନଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କରୋନା ପାଇଁ କଟକଣା ରହିଥିଲେ ମଧ୍ୟ ଅନେକ ବଲିଉଡ୍ କଳକାର … Read More

ଟିକ୍‌ଟକ୍ ଭିଡିଓରୁ ଗଲା ଜୀବନ : ତଣ୍ଟି ବାଟେ ପଶିଗଲା ଜୀଅନ୍ତା ମାଛ

ତାମିଲନାଡ଼ୁ,(ଓଡିଶା ଟାଇମ୍) : ଜିଅନ୍ତା ମାଛକୁ ପାଟିରେ ପୁରାଇ କରୁଥିଲେ ଟିକ୍ ଟକ୍ ଭିଡିଓ, ତଣ୍ଟିରେ ଅଟକିଯିବାରୁ ଉଡିଗଲା ପ୍ରାଣବାୟୁ ଆଜିକାଲିର ଯୁବପିଢିକୁ ଲାଗିଛି ଟିକ୍ ଟକ୍ର ନିଶା । କେତେ ଯେ ଭିଡିଓ ପ୍ରସ୍ତୁତ କରାବେଳେ ମଲେଣି, ତାର ଠିକଣା … Read More

୨୪ ଘଣ୍ଟାରେ ୩୨୫ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ମହାମାରୀ କରୋନା ଭାଇରସ ଥମିବାର ନାଁ ଧରୁନି । ଦିନକୁ ଦିନ ଏହା ଦ୍ରୁତଗତିରେ ମାଡ଼ିବାରେ ଲାଗିଛି । ବିଶ୍ବର କ୍ଷତିଗ୍ରସ୍ତ ଦେଶଗୁଡ଼ିକର ତାଲିକାର ୪ନଂରେ ଥିବା ଭାରତରେ ପୁଣିଥରେ ଗୋଟିଏ ଦିନରେ ୧୧ … Read More

ଦେଶରେ ସଂକ୍ରମଣ ମାମଲା ୩ ଲକ୍ଷ ଟପିଲା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ମାମଲା ଆଜି ୩ ଲକ୍ଷ ଟପିଯାଇଛି। ଦିନକରେ ରେକର୍ଡ ୧୧ ହଜାର ୪୫୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୩୮୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶ‌ରେ … Read More

ରାଜ୍ୟରେ କରୋନା ନେଲା ଆଉ ଗୋଟେ ମୁଣ୍ଡ, ୧୧କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ … Read More

ଦେଶର ସବୁଠୁ ବୟସ୍କ କ୍ରିକେଟରଙ୍କ ପରଲୋକ

ମୁମ୍ବାଇ , (ଓଡିଶା ଟାଇମ୍) : ଭାରତର ସବୁଠାରୁ ବୟସ୍କ ପ୍ରଥମ ଶ୍ରେଣୀ କ୍ରିକେଟର ବସନ୍ତ ରାୟଜୀଙ୍କ ପରଲୋକ ଘଟିଛି। ଶନିବାର ଭୋର ସମୟରେ ମୁମ୍ବଇର ବାଲକେଶ୍ଵରସ୍ଥିତ ନିଜ ବାସଭବନରେ ୧୦୦ ବର୍ଷ ବୟସରେ ବସନ୍ତ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। … Read More

ଜମ୍ମୁ ଓ କଶ୍ମୀର: କୁଲ୍‌ଗାମ୍ ଏବଂ ଅନନ୍ତନାଗରେ ଏନ୍‌କାଉଣ୍ଟର୍ ଯୋଗୁଁ ୪ ଆତଙ୍କବାଦୀ ନିହତ

ଶ୍ରୀଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀର ସ୍ଥିତ ପୁଲୱାମାର ତ୍ରାଲରେ ସୁରକ୍ଷାକର୍ମୀ ଓ ଆତଙ୍କବାଦିଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କୀ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଲୁଚିଥିବା ସୂଚନା ପାଇ ସେଠାରେ ସୁରକ୍ଷାକର୍ମୀ ସର୍ଚ୍ଚ … Read More

ରେକର୍ଡ ଭାଙ୍ଗିଲା କରୋନା : ୨୪ ଘଣ୍ଟାରେ ୧୧ ହଜାର ୪୫୮ ନୂଆ ମାମଲା, ୩୯୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଆଜି କରୋନାଭାଇରସ୍‌ ସଂକ୍ରମଣ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରାୟ ୧୧ ହଜାର ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଭାରତ ବ୍ରିଟେନକୁ ପଛରେ … Read More

ସୀମାରେ ନେପାଳ ପୋଲିସର ଗୁଳିବର୍ଷା; ଜଣେ ଭାରତୀୟ ମୃତ; ୫ ଗୁରୁତର

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଶୁକ୍ରବାର ଦିନ ନେପାଳ ସୀମାନ୍ତଙ୍କୁ ଲାଗିଥିବା ବିହାର ରାଜ୍ୟର ସୀତାମାଢ଼ି ଜିଲ୍ଲାରେ ନେପାଳ ପୁଲିସ ଆଖିବୁଜା ଗୁଳି ଚଳାଇବାରୁ ଅନ୍ୟୂନ ଜଣେ ଭାରତୀୟଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ ଆହତ ହୋଇଥିବା … Read More