କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌, ୧୫ ଆକ୍ରାନ୍ତଙ୍କ ଗଲା ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : କମୁଛି  ସଂକ୍ରମଣ କିନ୍ତୁ ମୃତ୍ୟୁ ସଂଖ୍ୟାରେ  ବ୍ରେକ୍‌ ଲାଗୁନି । ଆଜି  ରାଜ୍ୟରେ ୧୫ ଜଣଙ୍କର  କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି … Read More

ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ; ନୂଆ ପଜିଟିଭ ୪୬,୨୩୨, ମୋଟ ଆକ୍ରାନ୍ତ ୯୦,୫୦,୫୯୮

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କିଛିଦିନ ତଳେ ଦେଶରେ କରୋନା ପଜିଟିଭ ସଂଖ୍ୟାରେ ହ୍ରାସ ପାଉଥିବା ବେଳେ ପୁଣି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୬,୨୩୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୫୬୪ କରୋନା ଆକ୍ରାନ୍ତଙ୍କ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ … Read More

ତାରିକ୍ ସଲିମଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବୀରମିତ୍ରପୁର, (ଓଡିଶା ଟାଇମ ) :ବୀରମିତ୍ରପୁର ପୁଲିସ ଦ୍ୱାରା ସିମଡେଗାରୁ ଗିରଫ ହୋଇଥିବା ତାରିକ ସଲିମ(୨୬)ଙ୍କ ମୃତ୍ୟୁକୁ ନେଇ ବୀରମିତ୍ରପୁରରେ ଉତ୍ତେଜନା ସୃଷ୍ଟି ହୋଇଛି। ଉତ୍ୟକ୍ତ ଲୋକେ ଥାନା ଘେରାଉ କରିଛନ୍ତି। କୌଣସି ମାମଲାରେ ତାରିକଙ୍କୁ ସିମଡେଗାରୁ ପୁଲିସ ଗିରଫ କରିଥିଲା। … Read More

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ଟେମ୍ପୋ ଓ ଡମ୍ପର ମଧ୍ୟରେ ଧକ୍କା, ଘଟଣାସ୍ଥଳରେ ୧୦ଜଣଙ୍କ ମୃତ୍ୟୁ

ବଡୋଦରା, (ଓଡିଶା ଟାଇମ୍) :ଗୁଜରାଟ ସ୍ଥିତ ବଡୋଦରା ବାଘେଡିଆ କ୍ରସିଂ ହାଇୱେରେ ବୁଧବାର ସକାଳେ ଏକ ଅଟୋ-ଡମ୍ପର ମୁହାଁମୁହିଁ ଧକ୍କା ଘଟି ୧୧ ଜଣଙ୍କର ମୃତ୍ୟୁ ଘଟିଛି। ୧୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ … Read More

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫୭୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ … Read More

ହ୍ରାସ ପାଉଛି ସଂକ୍ରମଣ ; ୨୯, ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୪୪୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ୧୨୫ ଦିନ ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସବୁଠାରୁ କମ ୩୦ ହଜାର ତଳେ ରହିଛି। ୨୪ ଘଣ୍ଟାରେ ୨୯, ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ … Read More

ଉତ୍ତରପ୍ରଦେଶର ବଡ ଧରଣର ସଡ଼କ ଦୁର୍ଘଟଣା ; କାର ଓଲଟି ୬ ମୃତ

ଉତ୍ତରପ୍ରଦେଶ, (ଓଡିଶା ଟାଇମ୍) : ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲି ଯାଇଛି। ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ … Read More

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More