ପୁଣି ସ୍ୱାଭିମାନ ଅଞ୍ଚଳରେ ପୁଲିସ ମହାନିର୍ଦେଶକ ଅଭୟ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ଅଭୟ ।  ଗତକାଲି ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାବଳକୁ ମାଓ ଦମନରେ ମିଳିଥିବା ସଫଳତା ପରେ ଆଜି  ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପହଞ୍ଚିଛନ୍ତି । ଡିଜି BSF କ୍ୟାମ୍ପରେ ପହଂଚି … Read More

ସ୍ୱାଭିମାନ ଅଞ୍ଚଳ ଗସ୍ତ କଲେ ଡିଜିପି, ମାଓ ସମସ୍ୟା ସମ୍ପର୍କରେ କଲେ ସମୀକ୍ଷା

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ଗୋରାସେତୁ ବିଏସଏଫ କ୍ୟାମ୍ପରେ ଓଡିଶା ପୁଲିସ ଡିଜି ଅଭୟ ପହଞ୍ଚି ସ୍ଥିତ ସମୀକ୍ଷା କରିଥିଲ। ପରେ ସେଠାରୁ ମାଲକାନଗିରି ଏସପି କାର୍ଯ୍ୟଳୟ ଗସ୍ତ କରିଛନ୍ତି। ସ୍ୱାଭିମାନ ଅଞ୍ଚଳରେ ଡିଜିଙ୍କ ଗ୍ରସ୍ତ … Read More

ପୁଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଗସ୍ତ

କଳାହାଣ୍ତି, (ଓଡିଶା ଟାଇମ୍) : ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟଙ୍କ ସମେତ ସ୍ପେଶାଲ ଡିଜିପି ସିଆରପିଏଫ କୁଲଦୀପ ସିଂହ, ଡାଇରେକ୍ଟର ଇଣ୍ଟେଲଜଜେନ୍ସ ଆର.କେ.ଶର୍ମା, ଆଇଜି ଅପ୍ରେସନ ଏ . ଠାକୁର, ଅନ୍ୟ ପୁଲିସ ଉଚ୍ଚ ଅଧିକାରୀ ଏବଂ ସିଆରପିଏଫର ଉଚ୍ଚ … Read More

କୋରାପୁଟ ଓ ମାଲକାନଗିରି ଗସ୍ତରେ ପୋଲିସ ଡିଜି ଅଭୟ

ଭୁବନେଶ୍ବର , (ଓଡିଶା ଟାଇମ୍) : ପୁଲିସ ମହାନିର୍ଦ୍ଦେଶକ ଅଭୟ ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ମାଓ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଏ ଅବସରରେ ସେ ଜିଲ୍ଲାର ପୁଲିସ କୋରନା ଯୋଦ୍ଧାମାନଙ୍କ ସହ ମତ … Read More

ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ବାଲେଶ୍ୱରରେ ପୋଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଆଜି ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି । ଧନେଶ୍ୱରଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଅଭୟ ଅଭୟ । ଏନେଇ ଖୋଦ୍ ଡିଜିପି … Read More

ଯାଜପୁରରେ ପୋଲିସ ଡିଜି ଅଭୟ, ଆଇନ ଶୃଙ୍ଖଳାର କଲେ ସମୀକ୍ଷା

ଯାଜପୁର , (ଓଡିଶା ଟାଇମ୍) :ଯାଜପୁରରେ ପୋଲିସ ଡିଜି ଅଭୟ । ପାଣିକୋଇଲି ପୋଲିସ ମୁଖ୍ୟାଳୟରେ ପହଁଚି ଆଇନ ଶୃଙ୍ଖଳାର ସମୀକ୍ଷା କରିଛନ୍ତି ଡିଜିପି । କରୋନା ସମୟରେ ଚାଲିଥିବା ଏନଫୋର୍ସମେଣ୍ଟ ସମ୍ପର୍କରେ ଏସପିଙ୍କ ସହ ଆଲୋଚନା କରିଛନ୍ତି । କରୋନା … Read More

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା । ଘଟଣାରେ ୨୦ଦିନ ପରେ ଖୋଲିନାହିଁ ଆଦିତ୍ୟଙ୍କ ମୃତ୍ୟୁର ରହସ୍ୟ । ପୁଲିସ ଡିଜିପିଙ୍କ ଟ୍ବିଟ ଅନୁସାରେ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର ଭୁବନେଶ୍ଵର … Read More

ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଲେ ପୋଲିସ ଡିଜି

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତକାଲି କନ୍ଧମାଳ ପୁଲିସର କମ୍ବିଂ ଅପରେସନ ବେଳେ ହୋଇଥିବା ଗୁଳିବିନିମୟରେ ୨ ମାଓବାଦୀଙ୍କ ମୃତ୍ୟୁ ପରେ ଡିଜିପି ଅଭୟ ଫୁଲବାଣୀଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅଭୟ ପୋଲିସରଏହି ସଫଳତା ପାଇଁ … Read More

ମାଓପ୍ରବଣ ଜିଲା ତାଲିକାରୁ ବାଦ ପଡ଼ିଲା ୫ ଜିଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ନକ୍ସଲ ପ୍ରଭାବିତ ସୁରକ୍ଷା ସଂପର୍କିତ ଖର୍ଚ୍ଚ (ଏସଆରଇ) ଜିଲ୍ଲା ତାଲିକାରୁ ୫ଟି ଜିଲ୍ଲା ବାଦ୍ ପଡ଼ିଥିବା ନେଇ ରାଜ୍ୟ ପୁଲିସ ମହାନିର୍ଦେଶକ ଅଭୟ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଏହାକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଥିବା … Read More

ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ବିରମିତ୍ରପୁର ଆଇଆଇସି

ଭୁବନେଶ୍ବର, (ଓଡିଶା ଟାଇମ୍) : ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନା ପୂର୍ବତନ ଆଇଆଇସି ଆନନ୍ଦ ମାଝୀଙ୍କୁ କାର୍ଯ୍ୟରୁ ବହିଷୃତ କରିଛନ୍ତି ଓଡ଼ିଶା ପୁଲିସ ମହାନିର୍ଦେଶକ ଅଭୟ । ପୁଲିସ ମହାନିର୍ଦେଶକ ଅଭୟ ଟ୍ବିଟ୍ ଯୋଗେ ଏନେଇ … Read More