ଡିପ୍ରେସନରେ ପରିଣତ ହେଲା ଲଘୁଚାପ, ବିଶାଖାପାଟଣା ଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ
ଭୁବନେଶ୍ବର, (ଓଡିଶା ଟାଇମ୍) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ସକାଳେ ଅବପାତର ରୂପ ନେଇଛି। ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ … Read More