ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା :ଡିଏନଏ ରିପୋର୍ଟରୁ ସ୍ପଷ୍ଟ ହେଲା ନିଖୋଜ ସୀମାଞ୍ଚଳ ପରିଡା ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣାରେ ଆସିଲା ମାଂସଖଣ୍ଡର ଡିଏନଏ ରିପୋର୍ଟ । ବିସ୍ଫୋରଣ ସ୍ଥାନରୁ ସଂଗୃହୀତ ମାଂସ ଖଣ୍ଡର ହୋଇଥିଲା ଡିଏନଏ ଟେଷ୍ଟ । ଡିଏନଏ ରିପୋର୍ଟର ହସ୍ତଗତ ହୋଇଥିବା ନେଇ ସୂଚନା … Read More