ନାଗାଲାଣ୍ଡରେ କୁକୁର ମାଂସ ବିକ୍ରି ଓ ସେବନ କରିବା ନେଇ ଲାଗିଲା କଟକଣା
ନାଗାଲାଣ୍ଡ, (ଓଡିଶା ଟାଇମ୍) : ନାଗାଲାଣ୍ଡ୍ ସରକାର କୁକୁର ମାଂସ ବିକ୍ରୟ ଏବଂ ଭକ୍ଷଣ ନିଷେଧ କରିଛନ୍ତି। ରାଜ୍ୟ ସାଂସଦୀୟ ବ୍ୟାପାର ମନ୍ତ୍ରୀ ନେଇବା କ୍ରୋନୁ କହିଛନ୍ତି, ରାଜ୍ୟ କ୍ୟାବିନେଟ୍ର ବୈଠକରେ ବାଣିଜ୍ୟିକ କୁକୁର ଆମଦାନି ଏବଂ ବ୍ୟବସାୟ ଓ ଉଭୟ … Read More