ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ : ଜୁନ୍ ମଧ୍ୟଭାଗରୁ ଉଡ଼ିବ ଆନ୍ତର୍ଜାତିକ ବିମାନ !
ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବ । ଏଥିଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଗତ ୨୦ ତାରିଖରେ କୋଭିଡ୍-୧୯ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଚାଲିଥିବା ଲକଡାଉନ୍ ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରିଛନ୍ତି … Read More