ଜାତୀୟ କ୍ରୀଡା ଦିବସରେ ଦୂତି ଚାନ୍ଦଙ୍କୁ ମିଳିଲା ଅର୍ଜୁନ ପୁରସ୍କାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଭିନ୍ନ କ୍ରୀଡ଼ାବିତମାନଙ୍କୁ ସମ୍ମାନିତ କରାଯାଇଛି। କୋଭିଡ୍-୧୯ ମହାମାରୀ ହେତୁ ଚଳିତ ବର୍ଷର ଜାତୀୟ କ୍ରୀଡା ପୁରସ୍କାର ବିତରଣ ଉତ୍ସବ ଅନଲାଇନ କରାଯାଇଥିଲା। ପୁରସ୍କାର ବିଜେତାମାନେ ଭାରତ ଦ୍ୱାରା ନିର୍ମିତ … Read More