ଦିଲ୍ଲୀ-ଏନ୍ସିଆର୍ରେ ପୁଣି ଭୂକମ୍ପ ଝଟ୍କା, ରିକ୍ଟର ସ୍କେଲରେ ତିବ୍ରତା ୨.୧
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶର ରାଜଧାନୀ ନୂଆଦିଲ୍ଲୀରେ ଆଜି ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଭୂକମ୍ପର ତିବ୍ରତା ୨.୧ ବୋଲି କୁହାଯାଉଛି । ତେବେ ବର୍ତ୍ତମାନ ସୁଦ୍ଧା ଭୂକମ୍ପରେ କୌଣସୀ କ୍ଷୟକ୍ଷତିର ସୂଚନା ମିଳିନାହିଁ । … Read More