ଏନ୍‌କାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି, (ଓଡିଶା ଟାଇମ୍) :ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିବିନିମୟରେ ୩ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଜଣେ ଜବାନ ଆହତ ହୋଇଛନ୍ତି । ସୂଚନା ଅନୁସାରେ ରେଲଓ୍ବେ … Read More

ଜମ୍ମୁ ଟୋଲ ପ୍ଲାଜାରେ ଏନକାଉଣ୍ଟର, ୪ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁର ନାଗ୍ରୋଟାସ୍ଥିତ ଏକ ଟୋଲ ପ୍ଲାଜାରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୪ଜଣ ଆତଙ୍କବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛି ସୁରକ୍ଷା ବାହିନୀ। ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଜଣା ପଡ଼ିବା ପରେ ସୁରକ୍ଷା ବାହିନୀ ସେହି … Read More

ଏନକାଉଣ୍ଟରରେ ଟଳିଲେ୨ ଆତଙ୍କବାଦୀ

ଶ୍ରୀନଗର, (ଓଡିଶା ଟାଇମ୍) :ଏନକାଉଣ୍ଟରରେ ନିହତ ହେଲେ ୨ ଆତଙ୍କବାଦୀ । କାଶ୍ମୀରର ବଡଗାମ ଜିଲ୍ଲାର ଆରିବାଗ ମାଚାମା ଅଞ୍ଚଳରେ ହୋଇଛି ଏହି ଏନକାଉଣ୍ଟର । ଏହି ସମୟରେ ଉଭୟ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ପକ୍ଷରୁ ମଧ୍ୟ ଗୁଳିଚାଳନା ହୋଇଥିଲା … Read More

ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆରପିଏଫ ଗୁଳିବିନିମୟ, ଫାୟାରିଂରେ ୪ ମାଓବାଦୀ ନିହତ !

କଳାହାଣ୍ଡି, (ଓଡିଶା ଟାଇମ୍) :  ପୁଣି ମାଓବାଦୀ-ସିଆରପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । କଳାହାଣ୍ଡି-କନ୍ଧମାଳ ସୀମାନ୍ତ ଲଙ୍କାଗଡ଼ ଜଙ୍ଗଲରେ ମାଓବାଦୀ-ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ଗୁଳିବିନମୟ ହୋଇଛି । ଗୁଳିବିନମୟରେ ୪ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ , କଳାହାଣ୍ଡି- … Read More

ଶ୍ରୀନଗରରେ ଏନକାଉଣ୍ଟର; ୨ ଆତଙ୍କୀ ନିହତ, ଜଣେ ଯବାନ ଆହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। … Read More

ସେନାର ଏନକାଉଣ୍ଟର, ଟଳିଲେ ଆଉ ୩ ଆତଙ୍କବାଦୀ

ଜମ୍ମୁକାଶ୍ମୀର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ଭାରତୀୟ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ସୁରକ୍ଷା ବାହିନୀ ଗୁଳିରେ ୩ ଜଣ ଆତଙ୍କବାଦୀ ପ୍ରାଣ … Read More

ପୁଲୱାମାରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ଗୌସୁ ଅଞ୍ଚଳରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏନ୍‌କାଉଣ୍ଟରେ ଜଣେ ଆତଙ୍କୀ ନିହତ ହୋଇଥିବା ବେଳେ କିଛି ସୁରକ୍ଷାକର୍ମୀ ଆହତ ଥିବା ଜଣାପଡିଛି । ବର୍ତ୍ତମାନ … Read More

ସିର୍ଲା ଜଙ୍ଗଲରେ ଗୁଳିବିନିମୟ, ୪ କ୍ୟାଡର ମାଓବାଦୀ ନିହତ

ଫୁଲବାଣୀ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲା ପୁଲିସର ଏସ୍‌ଓଜି ଓ ଡିଭିଏଫର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଗତକାଲି ରାତିରେ ତୁମୁଡିବନ୍ଧ ବ୍ଳକ ସିର୍ଲା ପଂଚାୟତର ବଙ୍ଗରୁ ପାହାଡ ଉପରେ  ମିଳିତ ଟିମ୍ ପକ୍ଷରୁ … Read More

ଅପରାଧୀ-ପୋଲିସ ଗୁଳିବିନିମୟ, ୮ ପୋଲିସ ସହିଦ

କାନପୁର, (ଓଡିଶା ଟାଇମ୍) : ଉତ୍ତର ପ୍ରଦେଶର କାନପୁର ଚୌବେପୁର ଥାନା ଅଞ୍ଚଳରେ ଅପରାଧୀଙ୍କୁ ଧରିବାକୁ ଯାଇ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି । ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ ହୋଇଥିବା ଜଣାପଡିଛି । କୁଖ୍ୟାତ ଅପରାଧୀ ବିକାଶ … Read More

ଏନ୍‌କାଉଣ୍ଟରରେ ପୁଣି ଟଳିଲେ ୨ଆତଙ୍କୀ, ଜଣେ ଯବାନ ସହିଦ

ଜାମ୍ମୁ-କାଶ୍ମୀରର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ପୁଲଓ୍ୱାମାରେ ପୁଣି ଥରେ ମୁଁହାମୁଁହି ହୋଇଛନ୍ତି ସୁରକ୍ଷାକର୍ମୀ-ଆତଙ୍କବାଦୀ। ଏହି ଏନ୍‌କାଉଣ୍ଟରରେ ଦୁଇ ଜଣ ଆତଙ୍କୀ ନିହତ ହୋଇଥିବା ଜଣାପଡିଛି । କିନ୍ତୁ ଦୁଃଖର ଯେ, ଏନ୍‌କାଉଣ୍ଟରେ ଜଣେ ସିଆର୍‌ପିଏଫ୍‌ ଯବାନ ମଧ୍ୟ ସହିଦ ହୋଇଛନ୍ତି … Read More