ଜମ୍ମୁ-କାଶ୍ମୀର ସୀମାରେ ଅପରେସନ ଅଲ୍ଆ‌ଉଟ୍ : ୮ଆତଙ୍କୀ ନିହତ

ଜମ୍ମୁ-କାଶ୍ମୀର , (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ସୋପିଆନ ଏବଂ ଅବନ୍ତୀପୁରା ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଏନକାଉଣ୍ଟରରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ଏହି ୨ଟି ଏନକାଉଣ୍ଟରରେ ୮ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୋପିଆନ ଜିଲାର … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ

ଜାମ୍ମୁ କାଶ୍ମୀର, (ଓଡିଶା ଟାଇମ୍) : ଜାମ୍ମୁ କାଶ୍ମୀରର ଶୋପିଆନ୍‌ ଜିଲ୍ଲାର ତୁରକାଭାନଗାମ୍ ଅଞ୍ଚଳରେ ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପ୍ରଥମେ ଆତଙ୍କବାଦୀଙ୍କୁ ନିଜ ଜାଲରେ ଫଶାଇ ଦେବା ପରେ ଏନକାଉଣ୍ଟର କରିଥିଲେ । ଆତଙ୍କବାଦୀମାନେ … Read More

ବଡ଼ଗାମରେ ଗୁଳି ବିନିମୟ : ଆତଙ୍କବାଦୀଙ୍କୁ ଚାରିଆଡ଼ୁ ଘେରିଲେ ସୁରକ୍ଷାକର୍ମୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଜାମ୍ମୁ-କାଶ୍ମୀରର ବଡ଼ଗାମରେ ଗୁରୁବାର ସକାଳୁ ସୁରକ୍ଷାକର୍ମୀଙ୍କ ସହ ଆତଙ୍କବାଦୀଙ୍କ ଗୁଳି ବିନିମୟ ଜାରି ରହିଛି। ସୁରକ୍ଷାକର୍ମୀ ଆଜି ସକାଳେ ପଠାନପୋରାରେ ସର୍ଚ୍ଚ ଅପରେସନ୍ ଚଲାଇଥିଲେ,ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳିମାଡ଼ କରିବା ଆରମ୍ଭ କରିଦେଇଥିଲେ। … Read More

ଜାମ୍ମୁ-କାଶ୍ମୀର ସୋପିଆରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିହତ

ଜମ୍ମୁ-କାଶ୍ମୀର, (ଓଡିଶା ଟାଇମ୍) : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଏବେ ମଧ୍ୟ ଆଉ ଜଣେ ଆତଙ୍କବାଦୀକୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ । ଏହାସହ ସୋପିଆନର ସୁଗୁରେ ସର୍ଚ୍ଚ … Read More

ସୋପିଆନ ଏନକାଉଣ୍ଟର: ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ପୋଲିସ ଓ ସୁରକ୍ଷାବଳ ଆତଙ୍କବାଦୀଙ୍କ ଘେରାବନ୍ଦୀ କରି ତିନି ଆତଙ୍କବାଦୀଙ୍କ ଏନକାଉଣ୍ଟର କରିଛନ୍ତି। ବର୍ତ୍ତମାନ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ମୃତ ଆତଙ୍କବାଦୀଙ୍କ ଚିହ୍ନଟ କରାଯାଉଛି। … Read More

ପୁଲୱାମାରେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡ଼ିଶା ଟାଇମ୍‌) :ଆଜି ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାର କାଙ୍ଗାନ ଅଞ୍ଚଳରେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଏନକାଉଣ୍ଟରରେ ନିହତ ହୋଇଥିବା ୩ ଜଣ ଆତଙ୍କବାଦୀ ‌ଜୈଶ୍-ଏ-ମହମ୍ମଦ ଆତଙ୍କବାଦୀ ହୋଇଥିବା … Read More