ଶେଷ ହେଲା ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ବର, (ଓଡିଶା ଟାଇମ୍) : ନିର୍ଦ୍ଧାରିତ ସମୟର ମାସେ ପୂର୍ବରୁ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।ବିଧାନସଭାରେ ‘ପରୀ’ ହତ୍ୟା ମାମଲାକୁ ନେଇ ବିରୋଧି ବିଜେପି ଗୃହ … Read More