ଫନି ମୁକାବିଲା : ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା
ଓଡିଶା ଉପକୂଳରେ ଫନି ପହଞ୍ଚିବା ପୂର୍ବରୁ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ମହିଳା ,ଶିଶୁ ଓ ଦିବ୍ୟାଙ୍ଗଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ ଓ ଏହାପରେ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯିବ। ଅତୀତରେ ଓଡ଼ିଶାରେ … Read More