ବିଧାନସଭା ସମ୍ମୁଖରେ ଆଠଗଡ଼ ଅଞ୍ଚଳର ୩ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ୩ ଜଣ ଚାଷୀ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରାସିନି ଢ଼ାଳି ଆତ୍ମାହୁତି କରିବାକୁ ଉଦ୍ୟମ କରୁଥିବା ବେଳେ ସୁରକ୍ଷା କର୍ମୀମାନେ ସେମାନଙ୍କୁ କାବୁ କରିନେଇଯାଇଥିଲେ। ଏହି ଚାଷୀମାନେ ବିନା … Read More