ଆଜି ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା କନିଷ୍ଠ ମହାବିଦ୍ୟାଳୟ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ରେ ଯୁକ୍ତ ଦୁଇ ନାମଲେଖା ପାଇଁ ମେଧା ତାଲିକା(ମେରିଟ୍‌ ଲିଷ୍ଟ) ଆସନ୍ତାକାଲି ପ୍ରକାଶ ପାଇବ। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ସାମ୍ସ ୱେବସାଇଟ୍‌ରେ ପ୍ରଥମ … Read More