ଜାନୁଆରୀ ୭ ତାରିଖ ଯାଏଁ ବ୍ରିଟେନ୍‌କୁ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ ବ୍ରିଟେନର ନୂଆ ଷ୍ଟ୍ରେନ ଚିହ୍ନଟ ହେବା ପରେ କେନ୍ଦ୍ର ସରକାର ବ୍ରିଟେନକୁ ବିମାନ ଚଳାଚଳ ଉପରେ କଟକଣା ଲାଗୁ କରିଛନ୍ତି। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଭାରତ ଓ ବ୍ରିଟେନ ମଧ୍ୟରେ ବିମାନ ସେବା … Read More

କୋଚ୍ଚିରେ ଗ୍ଲାଇଡର ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ନୌସେନା ଅଧିକାରୀ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କେରଳର କୋଚ୍ଚି ଜିଲ୍ଲାରେ ଆଜି ସକାଳେ ବଡ଼ ଏକ ଦୁର୍ଘଟଣା ଘଟିଛି। ବିମାନ ଦୁର୍ଘଟଣାରେ ନୌସେନାର ଦୁଇ ଅଧିକାରୀ ପ୍ରାଣ ହରାଇଛନ୍ତି। ଡିଫେନ୍ସ ପ୍ରବକ୍ତା ଏହି ସୂଚନା ଦେଇଛନ୍ତି। ଏଥିରେ ଦୁଇ ଜଣ ନୌସେନାଙ୍କ ମୃତ୍ୟୁ … Read More

ଘରୋଇ କମ୍ପାନି ସହାୟତାରେ ଅତ୍ୟାଧୁନିକ ଲଢୁଆ ବିମାନ ନିର୍ମାଣ କରିବ ଭାରତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ନିଜସ୍ୱ ଜ୍ଞାନ କୌଶଳରେ ନିର୍ମିତ ଲଢୁଆ ବିମାନ ତେଜସର ସଫଳତା ପରେ ଭାରତ ଏବେ ୫ମ ପିଢିର ଅତ୍ୟାଧୁନିକ ଲଢୁଆ ବିମାନ (ଏଏମସିଏ ବା ଆଡଭାନ୍ସଡ ମଲଟିରୋଲ କମ୍ବାଟ ଏୟାରକ୍ରାଫ୍ଟ) ନିର୍ମାଣ କରିବାକୁ ଯୋଜନା କରୁଛି । … Read More

ଭୁବନେଶ୍ୱର-ସୁରାଟ ବିମାନ ସେବା ସେପ୍ଟେମ୍ବର ୯ରୁ ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱର-ସୁରାଟ ପ୍ରତ୍ୟକ୍ଷ ବିମାନ ସେବା ଆଗାମୀ ସେପ୍ଟେମ୍ବର ୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରରୁ ସୁରାଟ ଅଭିମୁଖେ ଏୟାର ଇଣ୍ଡିଆର ବିମାନ ପ୍ରତ୍ୟେକ ସୋମବାର ଏବଂ ବୁଧବାର ଦିନ ସନ୍ଧ୍ୟା ୬ଟା ୨୦ ମିନିଟ୍ ସମୟରେ ଯାତ୍ରା … Read More

କେରଳ ବିମାନ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ୧୨୩ ଆହତଙ୍କ ମଧ୍ୟରୁ ୧୫ ଗୁରୁତର

କୋଝିକୋଡ଼, (ଓଡିଶା ଟାଇମ୍) : କେରଳ କୋଝିକୋଡ଼ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ୧୨୩ ଜଣ ଆହତ ହୋଇଛନ୍ତି ଓ ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଦୁବାଇରୁ ଆସୁଥିବା ଆଇଏକ୍ସ-୧୩୪୪ … Read More

ଆଜିଠୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ବିମାନ ସେବା ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍‌ରେ … Read More

କେରଳରୁ ଫେରିଲେ ୧୬୯ ଓଡିଆ ଝିଅ

ଭୁବନେଶ୍ବର, (ଓଡିଶା ଟାଇମ୍) :  କେରଳରେ ଫସିଥିବା ୧୭୯ ଓଡିଆ ଝିଅ ଆଜି ଓଡିଶା ଫେରିଛନ୍ତି । ଆଜି ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ତେବେ ଏହି ୧୬୯ ଜଣ ଓଡିଆ ଝିଅ କେରଳରେ ଏକ … Read More

ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ : ଜୁନ୍‌ ମଧ୍ୟଭାଗରୁ ଉଡ଼ିବ ଆନ୍ତର୍ଜାତିକ ବିମାନ !

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବ । ଏଥିଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଗତ ୨୦ ତାରିଖରେ କୋଭିଡ୍‍-୧୯ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଚାଲିଥିବା ଲକଡାଉନ୍‍ ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରିଛନ୍ତି … Read More

ମେ’୨୫ ରୁ ଝାରସୁଗୁଡା ବିମାନ ବନ୍ଦରରୁ ଉଡିବ ବିମାନ

ଭୁବନେଶ୍ୱର, (ଓଡିଶା ଟାଇମ୍): କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରାୟ ୨ ମାସ ପର୍ୟ୍ୟନ୍ତ ବନ୍ଦ ରହିଥିବା ବିମାନ ସେବା ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ … Read More

ବିମାନ ଯାତ୍ରୀଙ୍କ ପାଇଁ ଜାରି ହେଲା ଏସଓପି

ଘରୋଇ ବିମାନ ସେବା ମେ ୨୫ରୁ ଆରମ୍ଭ ହେବକୁ ଯାଉଛି । ବିମାନର ମଝି ସିଟ୍ ଖାଲି ରଖାଯିବ ବୋଲି ପୂର୍ବରୁ ବାରଣ କରାଯାଇଥିଲା । ଏହା ଭଡ଼ା ଉପରେ ପ୍ରଭାବ ପକାଉଥିବାରୁ ମଝି ସିଟ୍‌ ଖାଲି ରହିବ ନାହିଁ । … Read More