ଲଗାଣ ବର୍ଷାରେ ବେହାଲ ହାଇଦ୍ରାବାଦ

ହାଇଦ୍ରାବାଦ, (ଓଡିଶା ଟାଇମ୍) : ହାଇଦ୍ରାବାଦରେ ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ରାସ୍ତା ଜଳମଗ୍ନ ହୋଇଛି। ଏହା ଦ୍ବାରା ସାଧାରଣ ଜୀବନ ପ୍ରଭାବିତ ହୋଇଛି। ବର୍ଷା ଯୋଗୁଁ ଘର ତଥା ହସପିଟାଲରେ ପାଣି ପଶିଯାଇଛି। ଏହା ସହ କ୍ଷେତରେ ପାଣି ପଶିଯିବାରୁ … Read More

ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଏନେଇ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ । ଗତ ତିନି … Read More

ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ନଦୀର କମିଲା ଜଳସ୍ତର

ଭୁବନେଶ୍ବର, (ଓଡିଶା ଟାଇମ୍) :ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ଜଳସ୍ତର କମିଛି । ଏହିସବୁ ନଦୀରେ ଜଳସ୍ତର ବିପଦ ସଂକେତ ତଳେ ରହିଛି ବୋଲି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି । ହୀରାକୁଦ ଜଳଭଣ୍ଡାରର … Read More

ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ : ପାଣି ଘେରରେ ୮ଲକ୍ଷ ଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୮ ଲକ୍ଷ ଲୋକେ ପାଣି ଘେରରେ ଅଛନ୍ତି । କାନ୍ଥ ପଡ଼ି, ପାଣିରେ ବୁଡ଼ି କିମ୍ବା ପାଣିରେ ଭାସି ଏଯାବତ୍‌ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ବନ୍ୟା ସ୍ଥିତି … Read More

ମୁଣ୍ଡଳିରେ ପହଞ୍ଚିଲା ମହାନଦୀ ବନ୍ୟାଜଳ

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ମୁଣ୍ଡୁଳିରେ ପହଞ୍ଚିଲା ହୀରାକୁଦରୁ ଛଡାଯାଇଥିବା ବନ୍ୟାଜଳ । ବର୍ତ୍ତମାନ ୯ ଲକ୍ଷ ୮୦ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ୨୪ ଘଣ୍ଟାରେ ମୁଣ୍ଡୁଳିରେ ମହାନଦୀରେ ବୃଦ୍ଧି ପାଇଛି ୧ ଲକ୍ଷ କ୍ୟୁସେକ୍ … Read More

ପୁରୀରେ ବନ୍ୟାସ୍ଥିତି ମୁକାବିଲା ନେଇ ବୈଠକ

ଭୁବନେଶ୍ୱର, (ଓଡିଶା ଟାଇମ) : ଗତ କିଛିଦିନ ଧରି ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିବା ଫଳରେ ରାଜ୍ୟର ବିଭିର୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ ବିଗତ ବର୍ଷରେ ରାଜ୍ୟରେ ବନ୍ୟାପରିସ୍ଥିତି ଦ୍ୱାରା ଅଧିକ କ୍ଷୟକ୍ଷତି … Read More

ବନ୍ୟା ପ୍ରଭାବିତ ଜିଲ୍ଲାରେ ମୁକାବିଲା ପାଇଁ ୬ ବରିଷ୍ଠ ଅଧିକାରୀ ନିଯୁକ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବନ୍ୟା ସାଂଘାତିକ ରୁପ ଧାରଣ କରିଛି l ଏହି ସ୍ଥିତିକୁ ଦେଖି ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ବନ୍ୟା ପରିଚାଳନା ପାଇଁ ୬ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି । … Read More

ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ଏସଆରସିଙ୍କ ପ୍ରତିକ୍ରିୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କିଛି ଜିଲାରେ ବର୍ତମାନ ବନ୍ୟା ପରିସ୍ଥିତି ସୃଷ୍ଠି ହୋଇଛି । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ଏସଆରସି କହିଛନ୍ତି ଯେ, ‘ବାଲେଶ୍ୱର ଜିଲ୍ଲାରେ ମଧ୍ୟମ … Read More

ଭଦ୍ରକ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପହଁଞ୍ଚିଲେ ଏନଡିଆରଏଫ ୟୁନିଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଜାରି ରହିଥିବା ଲଗାଣ ଲଘୁଚାପ ବର୍ଷା କାରଣରୁ ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।ଭଦ୍ରକ ଜିଲ୍ଲାରେ ମଧ୍ୟ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବା ବେଳେ ବନ୍ୟା ଆଶଙ୍କା ଦେଖାଦେଇଛି … Read More

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲାକନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାରେ ଗତ ପାଞ୍ଚ ଦିନ ଧରି ଜାରି ରହିଛି ଲଗାଣ ବର୍ଷା । ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପରିସ୍ଥିତିରେ କୌଣସି ସୁଧାର ଆସିନାହିଁ । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି … Read More