ଭିଜିଲାନ୍ସ ଜାଲରେ ଅଧ୍ୟାପକ, ଏକାସାଙ୍ଗରେ ୬ଟି ସ୍ଥାନରେ ରେଡ୍
ଗଜପତି , (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଅଧ୍ୟାପକ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଞ୍ଚଳର ଅଧ୍ୟାପକ ଜି.ନାଗେଶ୍ୱର ରାଓଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । … Read More