ଗଣପତିନଗର ବସ୍ତିକୁ ସିଲ୍ କଲା ବିଏମ୍ସି
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବର ଗଣପତି ବସ୍ତିରେ ଏକାଥରକେ ୧୪ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବସ୍ତିର ଜଣେ ଗର୍ଭବତୀ ମହିଳାଙ୍କ ସଂସ୍ପର୍ଶରେ ଆସି ସମସ୍ତେ ସଂକ୍ରମିତ ହୋଇଛନ୍ତି । ଅଧିକାଂଶ ମହିଳାଙ୍କ ପାଖ ପଡୋଶୀ । ସଂକ୍ରମିତଙ୍କ ମଧ୍ୟରେ … Read More