ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ରାଷ୍ଟ୍ରପିତା ମହାତ୍ମାଗାନ୍ଧୀଙ୍କ ୧୫୧ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳେ ରାଜଘାଟ ପହଞ୍ଚି ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୋଦୀ ରାଜଘାଟରେ ପହଞ୍ଚି ମହାତ୍ମାଗାନ୍ଧୀଙ୍କୁ ପ୍ରଣାମ କରିବା ଏକ … Read More