ରାଜ୍ୟରେ ଆଜି ଆଉ ୭ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମଙ୍ଗଳବାର କରୋନା ଆକ୍ରାନ୍ତରେ ପୁଣି ୭ ଜଣଙ୍କ ମୃତ୍ୟୁ ହୋଇଛି। ୭ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୫ ବର୍ଷୀୟ ଶିଶୁପୁତ୍ରର ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଛି। … Read More

ଆଜି କରୋନାରେ ସର୍ବାଧିକ ୧୦ ମୃତ, ୧୩୦କୁ ବଢ଼ିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମରୁ ୩, ସୁନ୍ଦରଗଡ଼ ଓ ବାଲେଶ୍ଵରରୁ ୨ ଜଣ ଲେଖାଏ ଏବଂ ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି। ଫଳରେ ମୋଟ … Read More

୨୪ ଘଣ୍ଟାରେ ରାଜ୍ୟରେ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଭୂତାଣୁରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାର ସର୍ବାଧିକ ୩ ଜଣ ରହିଥିବାବେଳେ ଭଦ୍ରକ, ଗଜପତି ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ମୃତକଙ୍କ ମଧ୍ୟରେ … Read More

ରାଜ୍ୟରେ ଆଉ ୬୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୬୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୯୨କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଆଜି ୬ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ … Read More

ଗଞ୍ଜାମ ଜିଲ୍ଲାରେ ଆଜିଠୁ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗଞ୍ଜାମ ଜିଲାରେ ଅଣ ଆୟତ୍ତ କରୋନା ସଂକ୍ରମିତ। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି । କରୋନା ମୁକାବିଲା ପାଇଁ ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି ପ୍ଲାଜମା ଥେରାପି … Read More

ରାଜ୍ୟରେ ଆଜି ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ରାଜ୍ୟରେ ୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More

ଗଞ୍ଜାମରେ ସାଢେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲାରେ ଅଣଆୟତ୍ତ  କରୋନା ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ ଙ୍କ ସଂଖ୍ୟା । ଆଜି ଜିଲ୍ଲାରୁ ପୁଣି ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ … Read More

କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୦୧କୁ ବୃଦ୍ଧି … Read More

ଗଞ୍ଜାମରେ ହେବ ଆଉ ୮ଟି କୋଭିଡ଼ ହସ୍ପିଟାଲ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗଞ୍ଜାମରେ ଆଉ ୮ଟି କୋଭିଡ୍‌ ହସ୍ପିଟାଲ । ୫ଟି CCC (CCC- କୋଭିଡ୍‌ କେୟାର ସେଣ୍ଟର) ଓ ୩ଟି DCHC (ଡେଡିକେଟେଡ କୋଭିଡ୍‌ ହେଲ୍‌ଥ … Read More