କୋଭିଡ-୧୯ ନିୟମ ଉଲ୍ଲଂଘନ ପାଇଁ ନାଏବ ସରପଂଚ ନିଲମ୍ବିତ

ଭୁବନେଶ୍ୱର,(ଓଡିଶା ଟାଇମ୍) : କୋଭିଡ-୧୯ ନିୟମ ଓ କଟକଣାର ଉଲ୍ଲଂଘନ ଘଟଣାରେ ନାଏବ ସରପଂଚ ନିଲମ୍ବିତ । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ଜେ.ଡଙ୍ଗପଦର ପଞ୍ଚାୟତର ନାଏବ ସରପଂଚ କୃଷ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଏ ନେଇ … Read More

ଗଞ୍ଜାମ ଓ ଯାଜପୁର ଜିଲ୍ଲାର ଲୋକଙ୍କୁ ଅନୁଗୁଳ ମନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାକୁ ଲାଗିଛି। ଏହି କାରଣରୁ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଆଦି ଜିଲାରେ ବାହାର ଲୋକଙ୍କ ପ୍ରବେଶ ଉପରେ ଶନିବାର କଟକଣା ଜାରି କରାଯାଇଛି। … Read More

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ … Read More

ଆଜିଠୁ ଗଞ୍ଜାମ ସହରାଞ୍ଚଳରେ ସଟ୍‌ଡାଉନ୍‌

ଗଞ୍ଜାମ, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଅଣାୟତ ହେଉଛି କରୋନାସ୍ଥିତି । ତେଣୁ ସଂକ୍ରମଣ ରୋକିବାକୁ କଟକ ପରେ ଏବେ ଗଞ୍ଜାମ ଜିଲ୍ଲା ସଟଡାଉନ। ଆଜିଠୁ ୧୩ ତାରିଖ ଯାଏଁ ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ସଟଡାଉନ୍। ଏନେଇ ଘୋଷଣା କରିଛନ୍ତି … Read More

ଖୋର୍ଦ୍ଧା-ଗଞ୍ଜାମ ସୀମା ସିଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ … Read More

ଗଞ୍ଜାମରେ କରୋନା ମୁକାବିଲା ପାଇଁ ୨ ଆଇଏଏସ୍ ଏବଂ ୬ ଓଏଏସଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଏବେ ଦୁଇ ଦିନ ହେବ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗଞ୍ଜାମରେ କରୋନା … Read More

ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ମହାମାରୀ କରୋନା ଆଉ ଦୁଇ ଜଣଙ୍କ ଜୀବନ ନେଇଛି। ଆଜି ମୃତ୍ୟୁ ବରଣ କରିଥିବା ଦୁଇ ଜଣ ବ୍ୟକ୍ତି ଗଞ୍ଜାମର ହୋଇଥିବା ଜଣାପଡିଛି। ଚିକିତ୍ସାଧିନ ଅବସ୍ଥାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ମୃତକ ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ମୃତ୍ୟୁ କରୋନା ଜନିତ ନୁହେଁ … Read More

ରାଜ୍ୟରେ କରୋନା ନେଲା ଦୁଇ ମହିଳାଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଆକ୍ରାନ୍ତଙ୍କ ସମେତ ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି । ଏହାରି ମଧ୍ୟରେ ଆଜି ନୂଆ ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ … Read More

୭ ଦିନ ପାଇଁ ସଟଡାଉନ୍ ହେଲା ଛତ୍ରପୁର ଏନଏସି

ଗଞ୍ଜାମ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଏନଏସିକୁ ୭ ଦିନ ପାଇଁ ସଟ ଡାଉନ୍ ଘୋଷଣା କରାଯାଇଛି । କାଲିଠାରୁ ଛତ୍ରପୁର … Read More