ରାଜ୍ୟରେ କରୋନା ନେଲା ଆଉ ଗୋଟେ ମୁଣ୍ଡ, ୧୧କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ … Read More

ଆଉ ୩ କରୋନା ଯୋଦ୍ଧାଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ୪ ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣ କରୋନା ଯୋଦ୍ଧା ରହିଛନ୍ତି । ଚିକିଟିର ୨ ଜଣ ଓ ଶେରଗଡର ଜଣେ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଥିବା … Read More

ଛତ୍ରପୁର SDPO ଏବଂ IICଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍‌ପି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। … Read More

ମୁହଁରେ ମାସ୍କ ନଥିଲେ ଗଞ୍ଜାମରେ ଗ୍ରୋସରୀ ମନା

ଗଞ୍ଜାମ(ଓଟି): ମାସ୍କ ନଥିଲେ ଗ୍ରୋସରୀ କି ପନିପରିବା ମିଳିବନି । ଖାଲି ସେତିକି ନୁହେଁ ଏଣିକି ମାସ୍କ ପିନ୍ଧିନଥିଲେ ଦୋକାନୀ ଔଷଧ ବି ଦେବେନି । ଗଞ୍ଜାମ ଜିଲ୍ଲାପାଳ ଆଜି ଏଭଳି ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ରାଜ୍ୟରେ ଆଜିଠାରୁ ମାସ୍କ … Read More

ଭୋଟ ଦେବାକୁ ଆସିଥିବା ବୃଦ୍ଧଙ୍କ ମୃତ୍ୟୁ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି କଂସାମାରି ବୁଥ୍‌ରେ ଜଣେ ୯୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଭୋଟ୍ ଦେବାକୁ ଆସି ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଉଛନ୍ତି ନଟବର ବେହେରା। ନଟବର ଭୋଟ୍‌ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ହଠାତ୍‌ସେ ତଳେ … Read More