ବିଶ୍ଵ ବିଦ୍ୟାଳୟ ଏବଂ ଶିକ୍ଷା ଅନୁଷ୍ଠାନ ଲକ୍‌ଡାଉନ୍‌ରେ କରିବେ ପରୀକ୍ଷା, କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସବୁଜ ସଙ୍କେତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭାଇରସ୍ ର ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ବଡ ନିଷ୍ପତ୍ତି ନେଇ କରୋନା ମହାମାରୀ ସମୟରେ ପରୀକ୍ଷା ଆୟୋଜନକୁ ସବୁଜ ସଙ୍କେତ ଦେଇଛନ୍ତି। … Read More