ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣା ; ଆଦିତ୍ୟଙ୍କ ଶାଶୁ ଓ ଶାଳକଙ୍କୁ ଜେରା
ଭୁବନେଶ୍ବର, (ଓଡିଶା ଟାଇମ୍) : ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ମାଆ ଓ ଭାଇଙ୍କୁ ପଚରାଉଚରା କଲା ଜିଆରପି । କଟକ କାଜିବଜାର ସ୍ଥିତ ଘରକୁ ଯାଇ ବିଦ୍ୟାଶ୍ରୀଙ୍କ ପରିବାର ଲୋକଙ୍କୁ ଜେରା କରିଛି ଜିଆରପି … Read More