ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ତରଫରୁ ସୂଚନା ମିଳିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ … Read More