ପରୀ ହତ୍ୟା ମାମଲା : ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି
ଭୁବନେଶ୍ବର, (ଓଡିଶା ଟାଇମ୍) : ନୟାଗଡ଼ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ SIT ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଛି ରିପୋର୍ଟ। ବନ୍ଦ ଲଫାଫାରେ ଏହି ରିପୋର୍ଟ ଦିଆଯାଇଥିଲେ ହେଁ ଏଥିରେ ଚାଞ୍ଚଲ୍ୟକର ତଥ୍ୟ ଥିବା … Read More