୯ଟି ରାଜପଥ ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ବିହାରରେ ୧୪ ହଜାର ୨୫୮ କୋଟି ଟଙ୍କା ସମ୍ବଳିତ ୯ଟି ରାଜପଥ ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଅଧୀନରେ ୩୫୦ କିଲୋମିଟର … Read More