ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍, ବନ୍ୟା ଜଳ ନିଷ୍କାସନ ପାଇଁ ଖୋଲାଯାଇଥିଲା
ସମ୍ବଲପୁର, (ଓଡିଶା ଟାଇମ୍) :ଦୀର୍ଘଦିନ ପରେ ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ । ବନ୍ୟାଜଳ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିଲା । ଜଳଭଣ୍ଡାରକୁ ଜଳପ୍ରବେଶ, ଜଳଭଣ୍ଡାରର ଜଳସ୍ତର, ଜଳ ପରିଚାଳନା ନେଇ … Read More