ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍, ମୋଟ୍ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ
ସମ୍ବଲପୁର, (ଓଡିଶା ଟାଇମ୍) : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ । ବର୍ତ୍ତମାନ ୯ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ … Read More