ଘରେ ରହି ଚିକିତ୍ସିତ ହୋଇପାରିବେ କରୋନା ରୋଗୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଏଣିକି ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ସହରାଞ୍ଚଳର ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ଅନୁମତି ମିଳିଛି। ପରିବର୍ତ୍ତିତ … Read More