ହୋମ୍ କ୍ୱାରେଣ୍ଟାଇନରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଭାଇ କରୋନା ଆକ୍ରାନ୍ତ ହେବା ପରେ ସେ ହୋମ୍ କ୍ୱାରେଣ୍ଟାଇନରେ ରହିଛନ୍ତି । ସୂଚନାନୁଯାୟୀ, ଗାଙ୍ଗୁଲିଙ୍କ ବଡ ଭାଇ ତଥା କ୍ରିକେଟ ଆସୋସିଏସନ ଅଫ୍ ବେଙ୍ଗଲର … Read More