ସମ୍ବଲପୁର ଆଇଆଇଏମ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସମ୍ବଲପୁର, (ଓଡିଶା ଟାଇମ୍) : ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁର କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଭିଡିଓ କନ୍ଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଥିବାବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ … Read More